www.samajalive.in
Friday, December 12, 2025
16.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ବଜେଟ୍‌ରେ ପୂର୍ବତଟ ରେଲୱେକୁ ୧୧, ୪୯୫ କୋଟିର ଅନୁଦାନ..

ପଦ୍ମଶ୍ରୀ ସାଧୁ ମେହେରଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶୋକ..

- Advertisement -

ବରିଷ୍ଠ ଅଭିନେତା ସାଧୁ ମେହେରଙ୍କ ପରଲୋକ..

ଅଭିନେତାରୁ ରାଜନେତା ସାଜିଲେ ଥଲପତି ବିଜୟ.. ଘୋଷଣା କଲେ ଦଳର ନାଁ..

ବିଗିଡ଼ିଲା ପ୍ରସିଦ୍ଧ ରାମକଥାକାର ରାମଭଦ୍ରାଚାର୍ଯ୍ୟ ମହାରାଜଙ୍କ ସ୍ୱାସ୍ଥ୍ୟାବସ୍ଥା.. ଆଗ୍ରାର ପୁଷ୍ପାଞ୍ଜଳି ହସ୍ପିଟାଲରେ ଭର୍ତ୍ତି..

ଶନିବାରଠାରୁ ଆରମ୍ଭ ହେବ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ..

ଶନିବାର ସମ୍ବଲପୁର ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ, ପ୍ରସ୍ତୁତି ଜୋରଦାର..

ଫେବ୍ରୁଆରୀ ୪ ପର୍ଯ୍ୟନ୍ତ ଜାରି ରହିବ ଶୀତ ଲହରୀ..

୫ ଦିନିଆ ଇଡି ରିମାଣ୍ଡରେ ହେମନ୍ତ ସୋରେନ.. ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ହେମନ୍ତ ସୋରେନଙ୍କୁ ରାଞ୍ଚିର ଏକ ଅଦାଲତ ୫ ଦିନିଆ ଇଡି ରିମାଣ୍ଡରେ ପଠାଇଛନ୍ତି..

ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ଚମ୍ପଇ ସୋରେନ..

ମଡେଲ୍‌ ତଥା ଅଭିନେତ୍ରୀ ପୁନମ ପାଣ୍ଡେଙ୍କର ପରଲୋକ.. ୩୨ ବର୍ଷୀୟା ପୁନମ ଜରାୟୁ କର୍କଟରେ ପୀଡ଼ିତ ଥିଲେ..

 

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories