www.samajalive.in
Saturday, December 6, 2025
26.1 C
Bhubaneswar

ନିଖୋଜ ପିହୁର ମାଙ୍କୁ ଅଟକ ରଖିଲା ପୁଲିସ

ଢେଙ୍କାନାଳ: ନିଖୋଜ ଶିଶୁ ପିହୁର ମାଙ୍କୁ ଅଟକ ରଖିଛି ପୁଲିସ । ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ପାଇଁ ପିହୁଙ୍କ ମା ସମ୍ବଲପୁର ଯାଉଥିବା ବେଳେ ପୁଲିସ ଖବର ପାଇ ଅଟକ ରଖିଛି । ୪ବର୍ଷ ହେଲା ୨ବର୍ଷର ଶିଶୁ ପିହୁ ନିଖୋଜ ଥିବାବେଳେ ଏପର୍ଯ୍ୟନ୍ତ ଖୋଜ ଖବର ପାଇନଥିବାରୁ ଭାଙ୍ଗିପଡିଛନ୍ତି ପିହୁଙ୍କ ମା । ରାଜ୍ୟ ପୁଲିସ ଏବଂ ସରକାର ତାଙ୍କ କଥା ଶୁଣୁନଥିବା ଅଭିଯୋଗ କରିଛନ୍ତି ପିହୁଙ୍କ ମା । ଏଥିପାଇଁ ସେ ସିବିଆଇ ତଦନ୍ତ ଦାବିରେ ପ୍ରଧାନମନ୍ତ୍ରୀଙ୍କୁ ଭେଟିବାକୁ ଚାହୁଁଥିଲେ । ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସମ୍ବଲପୁର ଆସୁଥିବା ଖବର ଶୁଣି ପିହୁଙ୍କ ମା କାର ଯୋଗେ ଯିବାବେଳେ ରାତିରେ ରାସ୍ତାରୁ ଅଟକ ରଖିଛି ପୁଲିସ ।

Hot this week

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

Related Articles

Popular Categories