www.samajalive.in
Saturday, December 6, 2025
26.1 C
Bhubaneswar

ମହିଳାଙ୍କୁ ଚାପି ଦେଲା ହାଇୱା: ଉତ୍ତ୍ୟକ୍ତ ଲୋକଙ୍କ ରାସ୍ତାରୋକ

ଖୋର୍ଦ୍ଧା : ବେଗୁନିଆ ବଡ ବେରଣା ଛକରେ ଅଭାବନୀୟ ଘଟଣା ଘଟିଛି। ସ୍କୁଟି ନେଇ ଯାଉଥିବାବେଳେ ହାଇୱା ଧକ୍କାରେ ଜଣେ ମହିଳାଙ୍କର ମୃତ୍ୟୁ ଘଟିଛି। ଦୁର୍ଘଟଣା ପରେ ଘଟଣାସ୍ଥଳରେ ଉତ୍ତେଜନା ପ୍ରକାଶ ପାଇଛି। ଉତ୍ତ୍ୟକ୍ତ ଲୋକ ରାସ୍ତାରୋକ କରିଥିବା ଦେଖିବାକୁ ମିଳିଛି । ଫଳରେ ରାସ୍ତାର ଉଭୟ ପାର୍ଶ୍ବରେ ଶହ ଶହ ଗାଡିମଟର ଅଟକି ରହିଛି। ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ଛାନଭିନ୍ ଜାରି ରଖିଛି।

Hot this week

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

ଅପରାହ୍ନ ୨ଟା ମୁଖ୍ୟଖବର

() ରାଜଧାନୀରେ ଚୋରା ବନ୍ଧୁକ କାରବାର କରୁଥିବା ଗ୍ୟାଙ୍ଗର ଦୁଇ କୁଖ୍ୟାତ...

ବିମାନ ଅଚଳାବସ୍ଥା: ଅପିଲ୍‌ କଲେ ସୋନୁ ସୁଦ୍‌

ନୂଆଦିଲ୍ଲୀ: ଗତ ୫ଦିନ ହେଲାଣି ଇଣ୍ଡିଗୋ ଏୟାରଲାଇନ୍ସରେ ଦେଖା ଦେଇଥିବା ଅଚଳାବସ୍ଥା...

Related Articles

Popular Categories