www.samajalive.in
Friday, December 12, 2025
15.1 C
Bhubaneswar

ବିଶାଖାପାଟଣା ଟେଷ୍ଟରେ ଭାରତ ୩୯୬ରେ ଅଲଆଉଟ୍ : ସବୁ ବ୍ୟାଟର ବିଫଳ , ଏକା ଲଢିଲେ ଓପନ୍‌ର ଜୟସ୍ବାଲ୍

ବିଶାଖାପାଟନମ: ବିଶାଖାପାଟଣା ଟେଷ୍ଟରେ ଭାରତ ଅଲଆଉଟ୍ ହୋଇଛି। ଟିମ୍ ଇଣ୍ଡିଆ ପ୍ରଥମ ଇଂନିସରେ ସମସ୍ତ ୱିକେଟ୍ ହରାଇ ୩୯୬ ରନ୍ ହାସଲ କରିଛି। ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଥିବା ଦ୍ୱିତୀୟ ଟେଷ୍ଟର ପ୍ରଥମ ଦିନ ଯଶସ୍ୱୀ ଜୟସ୍ୱାଲଙ୍କ ନାମରେ ହୋଇଛି। ସେ ୧୭୯ ରନର ବିଶାଳ ସ୍କୋର ଛିଡ଼ା କରି ଅପରାଜିତ ରହିଛନ୍ତି। ଯଶସ୍ୱୀ ତାଙ୍କ ଟେଷ୍ଟ କ୍ୟାରିୟରର ସର୍ବୋତ୍ତମ ସ୍କୋର କରିଥିଲେ। ଜୟସ୍ବାଲ୍‌ଙ୍କ ବ୍ୟତୀତ କୌଣସି ବ୍ୟାଟର ୩୫ ରନ୍‌ ପାର୍ କରିପାରିନଥିଲେ। ସେପଟେ ଇଂଲଣ୍ଡ ପକ୍ଷରୁ ଦ୍ରୁତ ବୋଲର ଜେମ୍ସ ଆଣ୍ଡରସନ୍ , ଶୋଏବ ବସିର୍ ଓ ରେହମାନ୍ ଅହମ୍ମଦ ୩ଟି ଲେଖାଏଁ ୱିକେଟ୍ ନେଇଛନ୍ତି। ଏବଂ ହାର୍ଟଲିଙ୍କୁ ଗୋଟିଏ ୱିକେଟ୍ ମିଳିଛି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories