www.samajalive.in
Sunday, December 14, 2025
19.1 C
Bhubaneswar

୩ ଦୋକାନକୁ ମାଡିଗଲା ହାଇୱା: ଅଳ୍ପକେ ବର୍ତ୍ତିଲେ ଦୋକାନୀ

ଆନନ୍ଦପୁର: କେନ୍ଦୁଝର ଆନନ୍ଦପୁର ନନ୍ଦିପଦା ଥାନା ଚଣ୍ଡିବିରଞ୍ଚିପୁର ଛକରେ ଅଭାବନୀୟ ଘଟଣା ଘଟିଛି। ଏକ ବାଲି ବୋଝେଇ ହାଇୱା ୩ଟି ଦୋକାନ ଘରକୁ ମାଡିଯାଇଛି। ଫଳରେ ଦୋକାନ ଭାଙ୍ଗିଯିବାସହ ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ ହୋଇଯାଇଛି। ଦୋକାନୀ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତିଯାଇଥିବା ଜଣାପଡିଛି। ସେପ​‌ଟେ ଦୁର୍ଘଟଣା ଘଟାଇବା ପରେ ଟ୍ରକ୍‌ ଡ୍ରାଇଭର ଜଣକ ଘଟଣାସ୍ଥଳରୁ ଫେରାର ହୋଇଯାଇଛି। ପରେ ପୁଲିସ ଖବର ପାଇ ଅଧିକ ତଦନ୍ତ ଜାରି ରଖିଛି।

Hot this week

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

ସୋରାବାଡି ଜଙ୍ଗଲରେ ଗୋହତ୍ୟା, ୩ ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ପୁରୁଣାପାଟଣା ନିକଟ ସୋରାବାଡି ଜଙ୍ଗଲରେ ଗତ...

ମାଲକାନଗିରି ହିଂସା: ୧୨ ଗିରଫ

ସମାଜଲାଇଭ ଡ଼େସ୍କ: ମହିଳାଙ୍କ ମୃତ୍ୟୁ ଘଟଣାକୁ ନେଇ ମାଲକାନଗିରିରେ ସୃଷ୍ଟି ହୋଇଥିବା...

ଭାରତର ଦମଦାର ବୋଲିଂ: ଦକ୍ଷିଣ ଆଫ୍ରିକା ୧୧୭ରେ ଅଲଆଉଟ

ସମାଜଲାଇଭ ଡେସ୍କ: ୩ୟ ଟି-୨୦ରେ ଭାରତୀୟ ବୋଲରଙ୍କ ଦମଦାର ବୋଲିଂ ଦକ୍ଷିଣଆଫ୍ରିକାକୁ...

Related Articles

Popular Categories