www.samajalive.in
Friday, December 12, 2025
23.1 C
Bhubaneswar

କ୍ରାଣ୍ଡିବାଲି ପଞ୍ଚାୟତରେ ଆମ ଓଡିଶା ନବୀନ ଓଡିଶା କାର୍ଯ୍ୟକ୍ରମ ଅନୁଷ୍ଠିତ

ଫୁଲବାଣୀ/ଫିରିଙ୍ଗିଆ: କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକର ବିଭିନ୍ନ ପଞ୍ଚାୟତରେ ସରକାରଙ୍କ ଲୋକାଭିମୁଖି ଯୋଜନାର ସଫଳ ରୂପାୟନ ଓ ଏହିସବୁ ଯୋଜନା ମାନଙ୍କୁ ଲୋକମାନଙ୍କ ପାଖରେ ପହଞ୍ଚାଇବା ପାଇଁ ସଚେତନତା ଶିବିର ଅନୁଷ୍ଠିତ ହେଉଥିବା ବେଳେ ଫିରିଙ୍ଗିଆ ବ୍ଲକ କ୍ରାଣ୍ଡିବାଲି ପଞ୍ଚାୟତ କାର୍ଯ୍ୟାଳୟ ସମ୍ମୁଖରେ ଥିବା ପଡିଆରେ ପଞ୍ଚାୟତ ସ୍ତରୀୟ ସଚେତନତା ଶିବିର ଅନୁଷ୍ଠିତ ହୋଇଛି। ସରପଞ୍ଚ ଲଷ୍ମୀ କହଁରଙ୍କ ଅଧକ୍ଷତା ଓ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ ଟାଇଟସ ନାୟକଙ୍କ ପ୍ରତ୍ୟେକ୍ଷ ତତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ପଞ୍ଚାୟତର ପୂର୍ବତନ ସରପଞ୍ଚ ତଥା ଫୁଲବାଣୀ ବିଧାୟକ ଅଙ୍ଗଦ କହଁର ମୁଖ୍ୟ ଅତିଥି ଭାବରେ ଯୋଗଦେଇ କାର୍ଯ୍ୟକ୍ରମକୁ ଅନୁଷ୍ଠାନିକ ଭାବରେ ଉଦଘାଟନ କରିଥିବା ବେଳେ ଅନ୍ୟମାନଙ୍କ ମଧ୍ୟ୍ୟରେ ସାଂସଦ ପ୍ରତିନିଧି ବିଷ୍ନୁଚରଣ ମଲିକ, କୁଇସମାଜ ସଭାପତି ଲିଙ୍ଗରାଜ କହଁର, ପୂର୍ବତନ ବିଜେଡି ସଭାପତି ନିରଞ୍ଜନ ଦିଗାଲ,ସମିତିସଭ୍ୟ ଚି଼ଙ୍କି କହଁର,ଵାଲନ୍ଦାପଡା ସରପଞ୍ଚ ନିରାକାର ନାୟକ ସମ୍ମାନିତ ଅତିଥି ଭାବରେ ଯୋଗ ଦେଇଥିଲେ।

Hot this week

ନିଆଁ ଆୟତ୍ତ : ନୋ ଲିମିଟ୍ ବାର୍‌କୁ ମିଳିନଥିଲା ଲାଇସେନ୍ସ

ଭୁବନେଶ୍ଵର: ଭୁବନେଶ୍ଵର ସତ୍ୟବିହାର ସ୍ଥିତ ଏକ ବାର୍‌ ରେ ଭୟାବହ ଅଗ୍ନିକାଣ୍ଡ...

ସ୍ତ୍ରୀକୁ ପେଟ୍ରୋଲ ଢାଳି ଜାଳିଦେଲା ସ୍ଵାମୀ

ପାଟଣାଗଡ: ପାଟଣାଗଡ ବେଲପଡା ଥାନା କଟାପାଲି ଗାଁରେ ବିଭତ୍ସ ହତ୍ୟାକାଣ୍ଡ ଘଟିଛି।...

ପୁଣି ସ୍କୁଲକୁ ବୋମା ଧମକ

ନୂଆଦିଲ୍ଲୀ : ଶୁକ୍ରବାର ସକାଳେ ଅମୃତସରର ପ୍ରତିଷ୍ଠିତ ସିନିୟର ଷ୍ଟଡି ସ୍କୁଲକୁ...

ପୁଣି ୩ ଡିଗ୍ରୀ ଛୁଇଁଲା ପାରଦ

ଭୁବନେଶ୍ବର : ସାରା ରାଜ୍ୟରେ ଶୀତ ଲହରୀ ଜାରି ରହିଛି। ଉତ୍ତର-ପଶ୍ଚିମ...

ରାଜଧାନୀରେ ନାବାଳିକାକୁ ଦୁଷ୍କର୍ମ !

ଭୁବନେଶ୍ଵର : ଭୁବନେଶ୍ଵରରେ ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ ହୋଇଛି। ଗୁରୁତର ଅବସ୍ଥାରେ...

Related Articles

Popular Categories