www.samajalive.in
Monday, December 15, 2025
16.1 C
Bhubaneswar

ବନାଗ୍ନି ନିରାକରଣ ନିମନ୍ତେ ସଚେତନତା କର୍ମଶାଳା ଅନୁଷ୍ଠିତ

ଫୁଲବାଣୀ: କନ୍ଧମାଳ ଜିଲା ନୂଆପଦର ପଞ୍ଚାୟତ କାର୍ୟ୍ୟାଳୟ ସଭାଗୃହ ଠାରେ ଫିରିଙ୍ଗିଆ ବନାଞ୍ଚଳ ନୂଆପଦର ସେକ୍ସନ ତରଫରୁ ବନାଗ୍ନି ନିରାକାରଣ ବା ଜଙ୍ଗଲକୁ ନିଆଁ ଦାଉରୁ ରକ୍ଷା ନିମନ୍ତେ ସଚେତନତା କର୍ମଶାଳା ଅନୁଷ୍ଠିତ ହୋଇଛି। ନୂଆପଦର ବନପାଳ ବ୍ରଜ ସୁନ୍ଦର ଦାସଙ୍କ ତତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ୟ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଫିରିଙ୍ଗିଆ ବନାଞ୍ଚଳ ଅଧିକାରୀ ରବିନ୍ଦ୍ର କୁମାର ପାତ୍ର ଯୋଗ ଦେଇଥିଲେ। ଅନ୍ୟ ମାନଙ୍କ ମଧ୍ୟରେ ଫିରିଙ୍ଗିଆ ବନପାଳ ପ୍ରବୀଣ କୁମାର ଦାସ, ସ୍ଥାନୀୟ ସରପଞ୍ଚ ଭବାନୀ ଶଙ୍କର କହଁର, ପଞ୍ଚାୟତ ନିର୍ବାହୀ ଅଧିକାରୀ ଶ୍ରୀଯୁକ୍ତ ଚକ୍ରଧର ମହାରଣା, ମିଶନ ଶକ୍ତିର ଏମ୍ ବି କେ ଶ୍ରୀଦେବୀ ଦେହୁରୀ, ଗ୍ରାମ ରୋଜଗାର ସେବକ ସଞ୍ଜୟ କୁମାର ଦେହୁରୀ, ପାହାଡ଼ ଟିମ୍ ଲିଡର ବିଭୁ ପ୍ରସାଦ ପ୍ରଧାନଙ୍କ ସହ ଗାଁ ସାଥି , ସ୍ବୟଂ ସହାୟକ ଗୋଷ୍ଠୀର ମହିଳା, ନୂଆପଦର ସେକ୍ସନ ପାହାଡ଼ ଏନ୍ଜିଓ ଷ୍ଟାପ୍ ଓ ଗ୍ରାମ ର ୱାର୍ଡ ମେମ୍ବର ଉପସ୍ଥିତ ଥିବା ବେଳେ ବିଭିନ୍ନ ସ୍ୱୟଂ ସହାୟିକା ଗୋଷ୍ଠୀର ମହିଳା, ବନସୁରକ୍ଷା ସମିତିର ସଦସ୍ୟ ସଦସ୍ୟା ଉପସ୍ଥିତ ଥିଲେ।

Hot this week

ହରିୟାଣା ରାଜପଥରେ ଏକାଧିକ ଦୁର୍ଘଟଣା

ଚଣ୍ଡିଗଡ଼: ଘନ କୁହୁଡି ଯୋଗୁଁ ହରିୟାଣାର ୫୨ ନମ୍ବର ରାଜପଥରେ ରବିବାର...

ଆଜିର ରାଶିଫଳ ; ସରକାରଙ୍କ ପ୍ରିୟପାତ୍ର ହୋଇପାରନ୍ତି ଆପଣ

ମେଷ : ଇନ୍ଦ୍ରୀୟ ଲାଳସା ନିର୍ବାପିତ କରିବାରେ ସିଦ୍ଧହସ୍ତ ହୋଇପାରନ୍ତି। ଧର୍ମଧ୍ବଜାଧାରୀ...

ଦିଲ୍ଲୀ ବାୟୁମଣ୍ଡଳ ସ୍ଥିତି ଉଦ୍‌ବେଗଜନକ: ଏକାଧିକ ସ୍ଥାନରେ ଏକ୍ୟୁଆଇ ୫୦୦ ଛୁଇଁଲା

ନୂଆଦିଲ୍ଲୀ: ବିଗତ କିଛି ଦିନ ଧରି ଦିଲ୍ଲୀ ସମେତ ସମଗ୍ର ଏନ୍‌ସିଆରରେ...

ପ୍ରେମରେ ବିଫଳ ପ୍ରେମିକର ଉନ୍ମତକାଣ୍ଡ: ପ୍ରେମିକା ସହ ନିଜ ବେକ କାଟିଦେଲା

ଫୁଲବାଣୀ: ପ୍ରେମରେ ବିଫଳ ହେବାପରେ ପ୍ରେମିକ ଘଟାଇଛି ଉନ୍ମତ୍ତକାଣ୍ଡ। ଛୁରିରେ ପ୍ରେମିକା...

ନାବାଳିକା ଝିଅକୁ ମା’ର ବଳି ଉଦ୍ୟମ !

ଜୟପୁର: କୋରାପୁଟ ଜିଲା ଜୟପୁର ଜଳସେଚନ କଲୋନୀ ତଳି ଅଞ୍ଚଳରେ ନାବାଳିକା...

Related Articles

Popular Categories