www.samajalive.in
Sunday, December 7, 2025
26.1 C
Bhubaneswar

ଯାତ୍ରୀବାହୀ ବସ୍‌ ଓଲଟି ୧୦ ଗୁରୁତର

ରେଢାଖୋଲ: ରେଢାଖୋଲ ଏନଏଚ୍‌ ୫୫ ଚାରମାଳ ଥାନା ନୂଆପଡା ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଯାତ୍ରୀବାହୀ ବସ୍ ଓଲଟି ୧୦ ଯାତ୍ରୀ ଗୁରୁତର ହୋଇଛନ୍ତି। ଭୁବନେଶ୍ବରରୁ ହୀରାକୁଦ ଯାଉଥିବା ଶୁଭମ୍ ନାମକ ବସ୍‌ଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ସମସ୍ତ ଗୁରୁତରଙ୍କୁ ତୁରନ୍ତ ରେଢାଖୋଲ ମେଡିକାଲରେ ଭର୍ତ୍ତି କରାଯାଇଥିବା ସୂଚନା ମିଳିଛି। ତେବେ କେଉଁ ପରିସ୍ଥିତିରେ ବସ୍‌ ଟି ଓଲଟି ପଡିଲା,  ତାହା ବର୍ତ୍ତମାନ୍ ପର୍ଯ୍ୟନ୍ତ ଜଣାପଡିନଥିବାବେଳେ ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories