www.samajalive.in
Sunday, December 7, 2025
26.1 C
Bhubaneswar

ମଧ୍ୟାହ୍ନ ୧୨ଟା ମୁଖ୍ୟ ଖବର

ସୋମବାରଠୁ ବିଧାନସଭାର ବଜେଟ୍ ଅଧିବେଶନ..

ମାଘରେ ଶୀତ ଉଭାନ: ୬ ତାରିଖରୁ ଉତ୍ତର ଏବଂ ପାର୍ଶ୍ୱବର୍ତ୍ତୀ ଆଭ୍ୟନ୍ତରୀଣ ଓଡ଼ିଶାର କିଛି ଜିଲାରେ ବର୍ଷା ସମ୍ଭାବନା..

- Advertisement -

ସୋମବାର ବିଧାନସଭାରେ ବହୁମତ ସାବ୍ୟସ୍ତ କରିବେ ଝାଡଖଣ୍ଡ ନୂତନ ମୁଖ୍ୟମନ୍ତ୍ରୀ ଚମ୍ପେଇ ସୋରେନ..

ଚିଲିରେ ଜଳୁଛି ଜଙ୍ଗଲ: ୯୯ ମୃତ..

ଉତ୍ତର ଭାରତରେ ପ୍ରବଳ ତୁଷାରପାତ, ଜନଜୀବନ ଅସ୍ତବ୍ୟସ୍ତ..

ରେଢାଖୋଲରେ ଯାତ୍ରୀବାହୀ ବସ୍ ଓଲଟି ୧୦ ଗୁରୁତର..

ପୁଣି ଦାଦନ ଦୁଃଖ: ବଲାଙ୍ଗୀରରେ ବାପାର ମୃତ୍ୟୁ ପରେ ଟଙ୍କା ପାଇଁ ନାବାଳିକା ଝିଅକୁ ବନ୍ଧକ ରଖିଛି ଦାଦନ ସର୍ଦ୍ଦାର..

କେନ୍ଦୁଝରରେ ସିରିଜ୍ ଦୁର୍ଘଟଣା, ୭ ଗୁରୁତର..

କୋରାପୁଟ ଜିଲ୍ଲା ଲମତାପୁଟ କସ୍ତୁରବା ଗାନ୍ଧୀ ଛାତ୍ରୀବାସରେ ଅଘଟଣ..

ବିଷାକ୍ତ ଖାଦ୍ୟ ଖାଇ ୫୦ ଛାତ୍ରୀ ଅସୁସ୍ଥ..

ବିଧାନସଭାରେ ରାଜ୍ୟପାଳଙ୍କ ଅଭିଭାଷଣ..
ପ୍ରାରମ୍ଭରେ ଦିବ୍ୟଙ୍ଗତ ପୂର୍ବତନ ସଦସ୍ୟଙ୍କୁ ଜଣାଇଲେ ଶ୍ରଦ୍ଧାଞ୍ଜଳି..

ପୁରୀ ପରିକ୍ରମା ପ୍ରକଳ୍ପର ପ୍ରଶଂସା କଲେ ରାଜ୍ୟପାଳ..

୮ଶହ କୋଟିରେ ନିର୍ମାଣ ହୋଇଛି, ଶ୍ରଦ୍ଧାଳୁଙ୍କୁ ସୁବିଧା ଯୋଗାଇବ..

ଶ୍ରୀମନ୍ଦିର ସୁରକ୍ଷାରେ ଏହି ପ୍ରକଳ୍ପ ଗୁରୁତ୍ୱପୂର୍ଣ୍ଣ ଭୂମିକା..

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories