www.samajalive.in
Sunday, December 7, 2025
26.1 C
Bhubaneswar

୬୬୨କଲେଜରେ ତାଲା; ପାଠପଢା ଠପ୍‌, ଆନ୍ଦୋଳନରେ ଅଧ୍ୟାପକ ଓ କର୍ମଚାରୀ

ଭୁବନେଶ୍ୱର: ଭୁବନେଶ୍ୱର ମାଷ୍ଟରକ୍ୟାଣ୍ଟନ ଛକରୁ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ଆନ୍ଦୋଳନ କରିଛନ୍ତି ୬୬୨ବର୍ଗ କଲେଜ ସଂଘର ହଜାର ହଜାର ଅଧ୍ୟାପକ ଓ କର୍ମଚାରୀ । ସଂଘର କର୍ମକର୍ତ୍ତା ମାନେ ପିଏମଜି ଛକ ଦେଇ ବିଧାନସଭା ଘେରାଉ କରିବାକୁ ଉଦ୍ୟମ କରିଛନ୍ତି । ଦୀର୍ଘ ୩୫୮ ଦିନ ହେବ ରାଜରାସ୍ତାରେ ଅହୋରାତ୍ର ଆନ୍ଦୋଳନ କରିଥିଲେ ମଧ୍ୟ ବାରମ୍ବାର ପ୍ରତିଶ୍ରୁତି ଦେଇ ସରକାର ଏପର୍ଯ୍ୟନ୍ତ ଗୋଟିଏ ବି ଦାବି ପୂରଣ କରିନଥିବା ଅଭିଯୋଗ କରିଛନ୍ତି ଅଧ୍ୟାପକ ସଂଘ । ସରକାରଙ୍କ କାଳକ୍ଷେପଣ ଓ ଶିକ୍ଷକ ମାରଣ ନୀତିକୁ ବରଦାସ୍ତ କରାଯିବନି । ଏଥିପାଇଁ ଫେବୃୟାରୀ ୫ତାରିଖରୁ ଅନିର୍ଦ୍ଧିଷ୍ଟକାଳ ପର୍ଯ୍ୟନ୍ତ ସମସ୍ତ କଲେଜ ବନ୍ଦ ରହିବ ବୋଲି ସଂଘ ଚେତାବନୀ ଦେଇଛି । ଦାବି ପୂରଣ ପାଇଁ ସମସ୍ତ କର୍ମଚାରୀ ମାନେ ଲୋୟର ପିଏମଜିରେ ବସି ରହିବେ ବୋଲି ସଂଘ ପକ୍ଷରୁ କୁହାଯାଇଛି ।

Hot this week

ବାଇକକୁ ଧକ୍କା ଦେଲା ଟ୍ରାକ୍ଟର: ୨ ବନ୍ଧୁ ମୃତ, ଜଣେ ଗୁରୁତର

ବାଣପୁର: ବାଣପୁର ଥାନା ବେଙ୍ଗରାଜପଲ୍ଲୀ ନିକଟରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣାରେ...

ମହିଳାଙ୍କ ହତ୍ୟାକୁ ନେଇ ଦୁଇ ଗାଁ ମୁହାଁମୁହିଁ

ମାଲକାନଗିରି: ମାଲକାନଗିରି ଜିଲ୍ଲା ପୋଟେରୁ ନଦୀରେ ଡୁଡୁମେଟଲା ନିକଟରୁ ଜଣେ ମହିଳାଙ୍କ...

ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟ ଗିରଫ

ସମାଜଲାଇଭ ଡେସ୍କ: ବଲିଉଡ ଚଳଚ୍ଚିତ୍ର ନିର୍ମାତା ବିକ୍ରମ ଭଟ୍ଟଙ୍କୁ ଗିରଫ କରିଛି...

ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି: ବିହାରରୁ ଆଉ ଜଣେ ଗିରଫ

ସମାଜଲାଇଭ ଡେସ୍କ: ପୁଲିସ ଏସଆଇ ନିଯୁକ୍ତି ଦୁର୍ନୀତି ମାମଲାର ଅନ୍ତଃରାଜ୍ୟ ଲିଙ୍କ୍‌...

ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ: ସାମ୍ନାକୁ ଆସିଲା ନିଆଁ ଲାଗିବା ସମୟର ଦୃଶ୍ୟ

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡ ସାରା ଦେଶବାସୀଙ୍କୁ ସ୍ତବ୍ଧ...

Related Articles

Popular Categories