www.samajalive.in
Friday, December 5, 2025
26.1 C
Bhubaneswar

୧୦% ଇଡ଼ବ୍ଲୁ୍ଏସ୍‌ ସଂରକ୍ଷଣ ଓଡ଼ିଶାରେ ତୁରନ୍ତ ଲାଗୁ କରାଯାଉ

ଭୁବନେଶ୍ୱର: ଗରିବ ପିଲାଙ୍କ ପାଇଁ ପାଠ ପଢା ଓ ନିଯୁକ୍ତି କ୍ଷେତ୍ରରେ ୨୦୧୯ରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ଆରମ୍ଭ ହୋଇଥିବା ୧୦% ଇଡ଼ବ୍ଲୁ୍ଏସ୍‌ କୋଟା ଓଡ଼ିଶାରେ ତୁରନ୍ତ ଲାଗୁ କରିବା ଦାବିରେ ସୋମବାର ବିଧାନସଭା ସମ୍ମୁଖରେ ଓଡ଼ିଶା ସାଧାରଣ ବର୍ଗ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ରାଜ୍ୟର ବିଭିନ୍ନ ପ୍ରାନ୍ତରୁ ଶତାଧିକ ସାଧାରଣ ବର୍ଗର ଲୋକମାନେ ଏକାଠି ହୋଇ ସରକାରଙ୍କ ବୈମାତୃକ ମନୋଭାବର ତୀବ୍ର ସମାଲୋଚନା କରିଥିଲେ । ଏହି ସଂରକ୍ଷଣ ଆଇନ ଶିଘ୍ର ଲାଗୁ କରିବାକୁ ଦାବି ହୋଇଛି । ନଚେତ ସାଧାରଣ ବର୍ଗର ଲୋକମାନେ ଅଧିକ ସଂଗଠିତ ହୋଇ ରାଜରାସ୍ତାକୁ ଓହ୍ଲାଇବା ପାଇଁ ବାଧ୍ୟ ହେବେ ବୋଲି ଚେତାବନୀ ଦେଇଛନ୍ତି ।

Hot this week

ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ

କଟକ :ସାରଥିଙ୍କ ବିରୋଧରେ ଚାର୍ଜଫ୍ରେମ । ଜାତିଆଣ ଆକ୍ଷେପ ଓ ଧର୍ମୀୟ...

ଜାତିସଂଘରେ ଭାରତର ସ୍ଥାୟୀ ସଦସ୍ୟତାକୁ ପୁଟିନଙ୍କ ସମର୍ଥନ

ସମାଜଲାଇଭ ଡେସ୍କ: ଭାରତ-ରୁଷ ମଧ୍ୟରେ ଶୁକ୍ରବାର ଶିଖର ସମ୍ମିଳନୀ ଶେଷ ହୋଇଛି।...

ପୁଟିନଙ୍କ ସହ ସାନ୍ଧ୍ୟ ଭୋଜନ: ରାହୁଲ, ଖଡଗେ ନୁହଁନ୍ତି, ଥରୁରଙ୍କୁ ମିଳିଲା ନିମନ୍ତ୍ରଣ

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ଭାରତ ଗସ୍ତର ଶୁକ୍ରବାର...

ମାସ୍କାସାରୁ ଜଙ୍ଗଲରେ ପୁଲିସ-ମାଓବାଦୀ ଗୁଳିବିନିମୟ

ସମାଜଲାଇଭ ଡେସ୍କ: କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ଅନ୍ତର୍ଗତ ମାସ୍କାସାରୁ ଜଙ୍ଗଲରେ...

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

Related Articles

Popular Categories