www.samajalive.in
Wednesday, December 10, 2025
26.1 C
Bhubaneswar

କଟକ ନିମଚୌଡ଼ିର ଗହଣା ଦୋକାନରେ ଅଗ୍ନିକାଣ୍ଡ

କଟକ: କଟକ ନିମଚୌଡ଼ିର ଏକ ଗହଣା ଦୋକାନରେ ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି। ଗହଣା ଦୋକାନରେ ନିଆଁ ଲାଗିଯାଇଥିବା ଖବର ପାଇଁ ଘଟଣାସ୍ଥଳରେ ୨ଟି ଦଳକଳ ବାହିନୀ ପହଞ୍ଚିଥିଲେ।  ୨ଟି ଦମକଳ ବାହିନୀ ଦ୍ବାରା ନିଆଁକୁ ଆୟତ୍ତ ପାଇଁ ଉଦ୍ୟମ ଜାରି ରହିଛି। ଗହଣା ଦୋକାନରେ କିପରି ନିଆଁ ଲାଗିଲା ଜଣାପଡ଼ି ନାହିଁ। ତେବେ ଅଗ୍ନିକାଣ୍ଡ ଯୋଗୁ କେହି ମୃତାହତ ହୋଇନଥିବାବେଳେ କ୍ଷୟକ୍ଷତି ସମ୍ପର୍କରେ ସୂଚନା ମିଳିପାରିନାହିଁ।

Hot this week

ଇଣ୍ଡିଗୋ ଅଚଳାବସ୍ଥା : ୧୧ଟି ବିମାନବନ୍ଦରରେ କ୍ଷେତ୍ର ଯାଞ୍ଚ ପାଇଁ ଡିଜିସିଏ ନିର୍ଦ୍ଦେଶ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋର ଉଡାଣ କ୍ଷେତ୍ରରେ ବଡ଼ ଧରଣର...

ହୃଦୟ ହ୍ୟାକ୍‌ କରନ୍ତି ମୋଦୀ

ନୂଆଦିଲ୍ଲୀ : ସଂସଦର ଶୀତକାଳୀନ ଅଧିବେଶନ ସମୟରେ, ବିଜେପି ସାଂସଦ କଙ୍ଗନା...

ଭାରତରେ ନିବେଶ ପାଇଁ ମୋଦୀଙ୍କ ସହ ଆଲୋଚନା କଲେ ମାଇକ୍ରୋସଫ୍ଟ ସିଇଓ

ସମାଜ ଲାଇଭ ଡ଼େସ୍କ : ମାଇକ୍ରୋସଫ୍ଟର ସିଇଓ ସତ୍ୟ ନାଡେଲା କହିଛନ୍ତି...

ଏହି ଦେଶରେ ବ୍ୟାନ୍ ହେଲା ସୋସିଆଲ ମିଡିଆ

ନୂଆଦିଲ୍ଲୀ : ଅଷ୍ଟ୍ରେଲିଆରେ ବ୍ୟାନ୍ ହେଲା ସୋସିଆଲ ମିଡିଆ। ଅଷ୍ଟ୍ରେଲିଆ...

ଭକ୍ତଙ୍କ ନେତୃତ୍ୱକୁ ମୋକିମଙ୍କ ଖୋଲା ଚ୍ୟାଲେଞ୍ଜ: ସୋନିଆଙ୍କୁ ଲେଖିଲେ ଚିଠି

ସମାଜ ଡିଜିଟାଲ ଡେସ୍କ: ପିସିସି ସଭାପତି ଭକ୍ତ ଦାସଙ୍କ ନେତୃତ୍ୱକୁ ନେଇ...

Related Articles

Popular Categories