www.samajalive.in
Sunday, December 7, 2025
26.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ପରୀ ହତ୍ୟା ମାମଲା: ଦୋଷୀକୁ ୨୦ ବର୍ଷ ଜେଲ୍..

ଉତ୍ତରାଖଣ୍ଡ ବିଧାନସଭାରେ ୟୁସିସି ବିଲ୍‍ ଆଗତ..

- Advertisement -

ବିଲ୍‍ ଆଗତ କଲେ ମୁଖ୍ୟମନ୍ତ୍ରୀ ପୁଷ୍କର ସିଂ ଧାମୀ..

ବିଲ୍‍ ଆଗତ ବେଳେ ବିରୋଧୀ ବିଧାୟକଙ୍କ ହୋହାଲ୍ଲା..

ବୌଦ୍ଧରେ ଦୁଇ ଜଣ ହାର୍ଡକୋର ମହିଳା ମାଓବାଦୀଙ୍କ ଆତ୍ମସମର୍ପଣ..

ମଧ୍ୟପ୍ରଦେଶର ହରଦାସ୍ଥିତ ବୈରାଗଡ଼ରେ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ ପରେ ଅଗ୍ନିକାଣ୍ଡ ; ୭ ମୃତ, ୬୦ରୁ ଅଧିକ ଆହତ..

ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ସହାୟତା ରାଶି ଘୋଷଣା..

ଭାରତ ଯୋଡ ନ୍ୟାୟ ଯାତ୍ରା ପାଇଁ ସୁନ୍ଦରଗଡ ଜିଲ୍ଲାରେ ରାହୁଲ ଗାନ୍ଧୀଙ୍କ ଦୁଇ ଦିନିଆ ରହଣି କାର୍ଯ୍ୟକ୍ରମ..

କମିଲା ଶୀତ.. ବଢିଲା ତାତି: ରାଜ୍ୟର ଅଧିକାଂଶ ସ୍ଥାନରେ ବଢିଲା ଦିନ ତାପମାତ୍ରା..

ଉପକୂଳ ଓ ଦକ୍ଷିଣ ଆଭ୍ୟନ୍ତରୀଣ ଓଡିଶାକୁ ଘନ କୁହୁଡି ୱାର୍ଣ୍ଣିଂ ଜାରି କଲା ପାଣିପାଗ ବିଭାଗ..

ଯାନ ବାହନ ଚଳାଚଳ ବେଳେ ସତର୍କ ରହିବାକୁ ପରାମର୍ଶ..

ଭୁବନେଶ୍ୱରରୁ ଅଯୋଧ୍ୟାକୁ ଗଡ଼ିଲା ସ୍ପେଶାଲ ଟ୍ରେନ୍‌, ଆସ୍ଥା ସ୍ପେଶାଲରେ ଅଯୋଧ୍ୟା ଗଲେ ୧୪୦୦ ରାମ ଭକ୍ତ..

ଲମତାପୁଟ ରାସ୍ତା କଡରୁ ଯୁବକଙ୍କ ମୃତଦେହ ଉଦ୍ଧାର: ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକ..

ଦିଲ୍ଲୀର ୧୦ଟି ସ୍ଥାନରେ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ରେଡ୍..

Hot this week

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories