www.samajalive.in
Wednesday, December 10, 2025
16.1 C
Bhubaneswar

ମୁଦ୍ରାନୀତି କମିଟିର ତିନି ଦିନିଆ ବୈଠକ ଆରମ୍ଭ

ଡେସ୍କ: ମୁଦ୍ରାନୀତି କମିଟିର ତିନି ଦିନିଆ ବୈଠକ ଆଜି ମୁମ୍ବାଇରେ ଆରମ୍ଭ ହୋଇଛି। ଚଳିତ ଆର୍ଥିକ ବର୍ଷ ପାଇଁ ଏହା ଷଷ୍ଠ ତଥା ଅନ୍ତିମ ସମୀକ୍ଷା ବୈଠକ ହେବ। ଭାରତୀୟ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସ ଗୁରୁବାର ଏହା ଘୋଷଣା କରିବେ। ଭାରତୀୟ ଷ୍ଟେଟ୍ ବ୍ୟାଙ୍କର ନିକଟରେ ପ୍ରକାଶିତ ଏକ ରିପୋର୍ଟ ଅନୁଯାୟୀ ଆରବିଆଇ ପ୍ରମୁଖ ସୁଧ ହାରକୁ ଅପରିବର୍ତ୍ତିତ ରଖିବ। ରିପୋର୍ଟ ଅନୁଯାୟୀ, ଜୁନରୁ ଅଗଷ୍ଟ ମଧ୍ୟରେ ସୁଧ ହାରରେ ପରିବର୍ତ୍ତନ ହୋଇପାରେ।

ଜଳ ପ୍ରଦୂଷଣ ନିୟନ୍ତ୍ରଣ ସଂଶୋଧନ ବିଲ୍ ରାଜ୍ୟସଭାରେ ପାରିତ

- Advertisement -

ଆଇବିଆଇ ପ୍ରାୟ ଏକ ବର୍ଷ ଧରି ରେପୋ ରେଟକୁ ୬.୫ ପ୍ରତିଶତରେ ଅପରିବର୍ତ୍ତିତ ରଖିଛି। ଆରବିଆଇ ଏହି ହାରରେ ବ୍ୟାଙ୍କଗୁଡ଼ିକୁ ଋଣ ଦେଇଥାଏ। ଶେଷ ଥର ପାଇଁ ୨୦୨୩ ଫେବ୍ରୁଆରିରେ ରେପୋ ରେଟ୍ ୨୫ ବେସିସ୍ ପଏଣ୍ଟ ପରିବର୍ତ୍ତନ ହୋଇଥିଲା। ୨୦୨୩ ଜୁଲାଇରେ ୭.୪୪ ପ୍ରତିଶତରେ ପହଞ୍ଚିବା ପରେ ୨୦୨୩ ଡିସେମ୍ବରରେ ଖୁଚୁରା ମୁଦ୍ରାସ୍ଫୀତି ୫.୬୯ ପ୍ରତିଶତକୁ ଖସି ଆସିଛି।

Hot this week

ବିଦ୍ୟୁତ୍ ଫାଶ ନେଲା ଜୀବନ

ପାଲଲହଡା : ପାଲଲହଡା କଣିହାଁ ବ୍ଲକ ଚିପିରିମା ଗାଁରେ ଅଭାବନୀୟ ଘଟଣା...

ବନ୍ଦ ଘରେ ଝୁଲନ୍ତା ମୃତଦେହ

ବଲାଙ୍ଗୀର: ବଲାଙ୍ଗୀର ଲୋୟର ସୁକତେଲ ଡ୍ୟାମ୍‌ କଲୋନୀ ବନ୍ଦ ଘରୁ ଝୁଲନ୍ତା...

ଜାନୁଆରୀ ୧ରୁ ୩ଟି ରାଶିରେ ହେବ ଧନ ବର୍ଷା: ନୂଆବର୍ଷ ମଙ୍ଗଳାଦିତ୍ୟ ରାଜଯୋଗରୁ ଆରମ୍ଭ ହେବ

ସମାଜ ଡିଜିଟାଲ ଡେସ୍କ: ୨୦୨୬ ବର୍ଷ ଏକ ଅତ୍ୟନ୍ତ ଶୁଭ ରାଜଯୋଗ...

ମୋଷ୍ଟ ଷ୍ଟାଇଲିଶ୍‌ ପିପୁଲ ତାଲିକାରେ ଶାହରୁଖ୍‌

ନୂଆଦିଲ୍ଲୀ: ବଲିଉଡ୍ ର ବାଦଶାହା କହିଲେ ତାଙ୍କୁ ସମସ୍ତେ ଜାଣନ୍ତି। ତାଙ୍କ...

ଯୁକ୍ତଦୁଇ ନାମଲେଖାରୁ ବଞ୍ଚିତ ପିଲାଙ୍କୁ ସୁଯୋଗ ପ୍ରଦାନ : ଆଜିଠୁ ୧୪ ଯାଏ ଆବେଦନ

ଭୁବନେଶ୍ବର: ବିଦ୍ୟାଳୟ ବାହାରେ ଥିବା ପିଲାଙ୍କୁ ଶିକ୍ଷା ବ୍ୟବସ୍ଥାର ସାମିଲ ଉଦ୍ୟମ...

Related Articles

Popular Categories