www.samajalive.in
Sunday, December 14, 2025
16.1 C
Bhubaneswar

ତାଲା ଭାଙ୍ଗି ପଞ୍ଚାୟତ ଅଫିସରୁ ଲୁଟ୍

କାମାକ୍ଷାନଗର: ଦିନକୁ ଦିନ ଚୋରି , ରାହାଜାନୀ ଭଳି ଘଟଣା ବୃଦ୍ଧି ପାଇବାରେ ଲାଗିଛି। ବୁଧବାର କାମାକ୍ଷାନଗର ପଞ୍ଚାୟତ ଅଫିସର ତାଲା ଭାଙ୍ଗି ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି। ବାଉଁଶପାଳ ପଞ୍ଚାୟତ ଅଫିସରେ ଏଭଳି ଘଟଣା ଘଟିଛି। ଅଫିସରେ ଥିବା ଟିଭି, ଇନଭର୍ଟର , କମ୍ପୁଟର ସହ ୫ ଲକ୍ଷ ଟଙ୍କାର ସାମଗ୍ରୀ ଦୁର୍ବୁତ୍ତମାନେ ଲୁଟି ନେଇଛନ୍ତି। ପରେ ଖବର ପାଇ ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

କୁଲଡିହା ଅଭୟାରଣ୍ୟରୁ ଗାଁକୁ ପଶିଆସିଲେ ହାତୀ ପଲ, ସିସିଟିଭିରେ ଦୃଶ୍ୟ କଏଦ, ଲୋକେ ଭୟଭୀତ

ସମାଜ ନ୍ୟୁଜ ଡେସ୍କ- ବାଲେଶ୍ୱର ଜିଲା ନୀଳଗିରିର କୁଲଡିହା ଅଭୟାରଣ୍ୟରେ ଥିବା...

ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍ କଟକଣା ବୃଦ୍ଧି

ଭୁବନେଶ୍ୱର -  ମାଲକାନଗିରି ଜିଲ୍ଲାରେ ଆଉ ୩୬ ଘଣ୍ଟା ପାଇଁ ଇଣ୍ଟରନେଟ୍...

ଯାତ୍ରା ଅଭିନେତ୍ରୀ ସୋନାଲିଙ୍କ ସାଂଘାତିକ ଅଭିଯୋଗ, ଗିରଫ ହେଲେ ଶ୍ରୀକ୍ଷେତ୍ର ସାମନ୍ତସିଂହାର

ସମାଜ ନ୍ୟୁଜ ଡେସ୍କ- ଯାତ୍ରା ଅଭିନେତ୍ରୀ ସୋନାଲି-ଶ୍ରୀକ୍ଷେତ୍ର କଳିରେ ଏକ ପ୍ରକାର...

ପୁଲିସ୍‌ ଏସ୍‌ଆଇପରୀକ୍ଷା ଦୁର୍ନୀତି ମାମଲା- ୧୧୩ ମୋବାଇଲ୍‌ ଯାଞ୍ଚ୍‌ ପାଇଁ ସିବିଆଇର ଆବେଦନ

ଭୁବନେଶ୍ୱର - ପୁଲିସ ସବ୍ ଇନ୍ସପେକ୍ଟର ପରୀକ୍ଷା ଜାଲିଆତି ଘଟଣାରେ ନୂଆ...

ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୪ ଲକ୍ଷ ଟଙ୍କାର ଅନୁକମ୍ପା

ଭୁବନେଶ୍ୱର-  ରେଢ଼ାଖୋଲର ମୃତ ସାମ୍ବାଦିକ ରମାକାନ୍ତ ମହାନନ୍ଦଙ୍କ ପରିବାରକୁ ଶନିବାର ମୁଖ୍ୟମନ୍ତ୍ରୀ...

Related Articles

Popular Categories