www.samajalive.in
Sunday, December 7, 2025
16.1 C
Bhubaneswar

ଭାରସାମ୍ୟ ହରାଇ ପୋଖରୀ ଭିତରେ ପଶିଲା ବାଇକ୍, ୩ ଗୁରୁତର

ପାଟଣା : କେନ୍ଦୁଝର ଜିଲ୍ଲା ସାହାରପଡା ବ୍ଲକ ଅର୍ନ୍ତଗତ ବାଲିପଶି ଗାଁ ନିକଟରେ ବୁଧବାର ସକାଳୁ ସକାଳୁ ଏକ ବାଇକ୍ ଭାରସାମ୍ୟ ହରାଇ ପୋଖରୀ ଭିତରେ ପଶି ଯିବାରୁ ଦୁର୍ଘଟଣା ଘଟିଛି । ଦୁର୍ଘଟଣା ରେ ବାଇକରେ ଯାଉଥିବା ୩ ଜଣ ଯୁବକ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇ କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଗୁରୁତର ୩ ଜଣ ଯୁବକ ବଙ୍ଗାଳୀ ମିସ୍ତ୍ରୀ ବୋଲି ସ୍ଥାନୀୟ ଲୋକେ ପ୍ରକାଶ କରିଛନ୍ତି।

Hot this week

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

ସ୍ମୃତି ମନ୍ଧାନାଙ୍କ ବିବାହ ଭାଙ୍ଗିଲା… ଏମିତି କହିଲେ ଏହି ଷ୍ଟାର କ୍ରିକେଟର

ସମାଜଲାଇଭ ଡେସ୍କ: ଭାରତୀୟ ମହିଳା କ୍ରିକେଟ ଦଳର ଷ୍ଟାର ଖେଳାଳି ସ୍ମୃତି...

Related Articles

Popular Categories