www.samajalive.in
Monday, December 8, 2025
27.1 C
Bhubaneswar

୯ରୁ ୧୧ ଅନୁଷ୍ଠିତ ହେବ ଧଉଳି–କଳିଙ୍ଗ ମହୋତ୍ସବ

ଭୁବନେଶ୍ୱର: ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀ ଅବସରରେ ସମାନ୍ତରାଳ ଧାରାରେ ୯ରୁ ୧୧ ଯାଏ ଧଉଳି-କଳିଙ୍ଗ ମହୋତ୍ସବ ଅନୁଷ୍ଠିତ ହେବ । ଯେପରି ଏକାମ୍ର ଉତ୍ସବ ପାଳିତ ହେଉଛି ଠିକ୍‌ ସେପରି ବିଂଶତମ ଧଉଳି-କଳିଙ୍ଗ ମହୋତ୍ସବ ପାଳନ ହେବ । ପ୍ରତିବର୍ଷ ଫେବୃଆରୀ ମାସରେ ଏହି ମହୋତ୍ସବ ବିଶ୍ୱ ପ୍ରସିଦ୍ଧ ଧଉଳି ପାହାଡର ପାଦ ଦେଶରେ ଅନୁଷ୍ଠିତ ହୋଇଥାଏ । ଦେଶ ବିଦେଶରୁ ଖ୍ୟାତି ସମ୍ପନ୍ନ କଳାକାର ମାନେ ନୃତ୍ୟ ଓ ସଙ୍ଗୀତ ମାଧ୍ୟମରେ ଏଠାରେ ଶାନ୍ତି ଓ ମୈତ୍ରୀର ବାର୍ତ୍ତା ପ୍ରଦାନ କରିଥାନ୍ତି ।

Hot this week

ବଢିଛି ଡିଜିଟାଲ ଆରେଷ୍ଟ

ଭୁବନେଶ୍ଵର: ବିଜେପି ସରକାରରେ ବଢିଛି ଡିଜିଟାଲ ଆରେଷ୍ଟ। ଆଜି ଏ ନେଇ...

ଆମେରିକା ସହିତ ଶାନ୍ତି ଆଲୋଚନା ସହଜ ନୁହେଁ : ଜେଲେନସ୍କି

ସମାଜ ଲାଇଭ ଡେସ୍କ : ୟୁକ୍ରେନର ରାଷ୍ଟ୍ରପତି ଭୋଲୋଡିମିର ଜେଲେନସ୍କି କହିଛନ୍ତି...

୪ ବର୍ଷରେ ନଦୀରେ ବୁଡି ୧୭୫୦ ମୃତ

ଭୁବନେଶ୍ଵର : ୪ ବର୍ଷରେ ନଦୀରେ ବୁଡି ଯାଇଛି ୧୭୫୦ ଜୀବନ।...

ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର

ଭୁବନେଶ୍ଵର:ରାଜ୍ୟରେ ବଢୁଛି ମାତୃ ମୃତ୍ୟୁ ହାର। ୨୦୧୭ ମସିହାରୁ ୨୦୧୯ ମସିହା...

ନାବାଳିକା ଆତ୍ମହୁତି ଘଟଣାରେ ସରକାରଙ୍କୁ ନବୀନଙ୍କ ନିଶାଣ

ସମାଜ ଲାଇଭ ଡେସ୍କ : ରାଜଗାଙ୍ଗପୁର ନାବାଳିକା ଆତ୍ମହୁତି ଘଟଣାରେ ଦୁଖ...

Related Articles

Popular Categories