www.samajalive.in
Sunday, December 7, 2025
26.1 C
Bhubaneswar

ଅପରାହ୍ଣ ୪ଟା ମୁଖ୍ୟ ଖବର

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ରାଜ୍ୟସଭାରେ ବୁଧବାର ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବର ଉତ୍ତର ରଖିଛନ୍ତି..

ଏହି ସମୟରେ କଂଗ୍ରେସ ଉପରେ ପ୍ରବଳ ବର୍ଷିଛନ୍ତି ମୋଦୀ..

- Advertisement -

ଓଡିଶାରେ ରାହୁଲ ଗାନ୍ଧୀଙ୍କ ଭାରତ ଯୋଡ ନ୍ୟାୟ ଯାତ୍ରାର ଦ୍ବିତୀୟ ଦିନ..

ବୁଧବାର ରାଉରକେଲା ଉଦିତ ନଗର ଛକରୁ ପାନପୋଷକୁ ପଦଯାତ୍ରା ଓ ଜନସଭାକୁ ସମ୍ବୋଧନ କାର୍ଯ୍ୟକ୍ରମ..

ଗୁରୁବାର ଝାରସୁଗୁଡାରେ ପଦଯାତ୍ରା ପରେ ଯିବେ ଛତିଶଗଡ..

ମାଘ ମାସରେ ଜାଡ ଉଭାନ୍ : କଲବଲ କରୁଛି ଖରା ଓ ତାତି..

ମଙ୍ଗଳବାର ୩୩ ଡିଗ୍ରୀ ଉପରେ ଥିଲା ରାଜ୍ୟର ୧୩ ସହରର ପାରଦ, ସ୍ଥିତି ଆହୁରି ୩ ଦିନ ଜାରି ବୋଲି ପାଣିପାଗ ବିଭାଗର ପୂର୍ବାନୁମାନ..

ମଧ୍ୟପ୍ରଦେଶ ବାଣ କାରଖାନାରେ ଭୟଙ୍କର ବାଣ ବିସ୍ଫୋରଣ ଘଟଣାରେ ୩ ଗିରଫ..

କାମାକ୍ଷାନଗରରେ ପଞ୍ଚାୟତ ଅଫିସର ତାଲା ଭାଙ୍ଗି ଲୁଟ୍ ଅଭିଯୋଗ: ଟିଭି, ଇନଭର୍ଟର , କମ୍ପ୍ୟୁଟର ସହ ୫ ଲକ୍ଷ ଟଙ୍କା ସମାଗ୍ରୀ ଲୁଟି ନେଲେ ଦୁର୍ବୁତ୍ତ..

ରାଉରକେଲା ବେଦବ୍ୟାସ ମନ୍ଦିରରେ ପୂଜାର୍ଚ୍ଚନା କଲେ ରାହୁଲ ଗାନ୍ଧୀ..

ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଶପଥ ନେଲେ ଜଷ୍ଟିସ୍ ଚକ୍ରଧାରୀ ଚରଣ ସିଂ: ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଜ୍ୟପାଳ..

କଂଗ୍ରେସ ନେତା ହରକ ସିଂ ରାୱତଙ୍କ ଘରେ ଇଡି ଚଢଉ..

୩ଟି ରାଜ୍ୟର ୧୬ଟି ସ୍ଥାନରେ ରେଡ କରିଛି ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ..

ଆମେରିକାରେ ଅସୁରକ୍ଷିତ ଭାରତୀୟ ଛାତ୍ର..

ପୁଣି ଜଣଙ୍କୁ ମରଣାନ୍ତକ ଆକ୍ରମଣ..

Hot this week

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

Related Articles

Popular Categories