www.samajalive.in
Monday, December 8, 2025
24.1 C
Bhubaneswar

ଗୁରୁବାର ରାଜ୍ୟ ବଜେଟ୍

ଭୁବନେଶ୍ବର: ଗୁରୁବାର ରାଜ୍ୟ ବଜେଟ୍ । ଚଳିତବର୍ଷର କାମଚଳା ବଜେଟ୍ ବିଧାନସଭାରେ ଆଗତ ହେବ । ଅର୍ଥମନ୍ତ୍ରୀ ବିକ୍ରମ କେଶରୀ ଆରୁଖ ଅପରାହ୍ନ ୫ଟାବେଳେ​‌ ଗୃହରେ ବଜେଟ୍ ଉପସ୍ଥାପନ କରିବେ । ନିର୍ବାଚନ ବର୍ଷ ଥିବାରୁ ଏହି କାମଚଳା ବଜେଟ୍ ବେଶ୍ ଗୁରୁତ୍ବ ବହନ କରୁଛି। ଏଥର ବଜେଟ୍ ସରକାର କିଛି ଘୋଷଣା କରିପାରନ୍ତି। ତେବେ ଗତ ଦୁଇ ଦିନ ଧରି ଭିନ୍ନ ଭିନ୍ନ ପ୍ରସଙ୍ଗକୁ ନେଇ ଗୃହରେ ଅଚଳାବସ୍ଥା ସୃଷ୍ଟି ହୋଇଥିବାବେଳେ ବଜେଟ୍ ଆଗତ ହେବା ପାଇଁ ଯାଉଛି। ତେଣୁ ଅନୁମାନ କରାଯାଉଛି କି ଗୁରୁବାର ବି ଗୃହ ସରଗରମ ରହିପାରେ।

Hot this week

ଶନି ଚଳନ: ୨୦୨୬ରେ ଲାଭବାନ ହେବେ ଏହି ୩ ରାଶି

ସମାଜ ଡିଜିଟାଲ ଡେସ୍କ: ହିନ୍ଦୁ ଧର୍ମରେ ଶନି ଦେବଙ୍କୁ ସ୍ୱତନ୍ତ୍ର ଭାବେ...

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

Related Articles

Popular Categories