www.samajalive.in
Monday, December 8, 2025
14.1 C
Bhubaneswar

ଆଜି ପାକିସ୍ତାନରେ ସାଧାରଣ ନିର୍ବାଚନ; ନୱାଜ ସରିଫ୍‍-ଇମ୍ରାନ ଖାନଙ୍କ ମଧ୍ୟରେ ଟକ୍କର

ସମାଜ ଡିଜିଟାଲ ଡେସ୍କ: ଗୁରୁବାର ପାକିସ୍ତାନରେ ସାଧାରଣ ନିର୍ବାଚନ ପାଇଁ ଚାଲିଛି ମତଦାନ । ଦେଶରେ ନୂଆ ସରକାର ବାଛିବେ ୧୩ କୋଟି ଭୋଟର । ଏହି ନିର୍ବାଚନରେ ପାକିସ୍ତାନ ମୁସଲିମ ଲିଗର ନୱାଜ ସରିଫ୍‍ ଓ ପାକିସ୍ତାନ ପିପୁଲ୍ସ ପାର୍ଟିର ବିଲାୱଲ ଭୁଟ୍ଟୋ ଜରଦାରୀ ଏବଂ ଇମ୍ରାନ ଖାନଙ୍କ ପାକିସ୍ତାନ ତେହରିକ-ଇ ଇନସାଫର ପ୍ରାର୍ଥୀଙ୍କ ମଧ୍ୟରେ କଡା ଟକ୍କର ହେଉଛି । ଏହି ନିର୍ବାଚନରେ ପୂର୍ବତନ ପ୍ରଧାନମନ୍ତ୍ରୀ ନୱାଜ ସରିଫ୍‍ଙ୍କୁ ସେନାର ସମର୍ଥନ ମିଳିଥିବା କୁହାଯାଉଥିବାରୁ ସେ ଏହି ରେସରେ ସବୁଠୁ ଆଗରେ ଅଛନ୍ତି । ଚତୁର୍ଥ ଥର ପାଇଁ ପ୍ରଧାନମନ୍ତ୍ରୀ ହୋଇପାରନ୍ତି ନୱାଜ ସରିଫ୍‍ ।

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories