www.samajalive.in
Tuesday, December 9, 2025
17.1 C
Bhubaneswar

ଇଡ଼ିର ଜାଲରେ ଫସିଲେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ, ଫେବୃଆରୀ ୧୭ ସୁଦ୍ଧା ହାଜର ହେବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ: ଦିଲ୍ଳୀ ମଦ ଦୁର୍ନୀତି ମାମଲାରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲଙ୍କ ପାଇଁ ବଢିଲା ଅଡୁଆ । ବାରମ୍ବାର କେଜ୍ରିୱାଲଙ୍କୁ ପଚରାଉଚରା ପାଇଁ ଇଡ଼ି ନୋଟିସ୍‍ କରିଥିଲେ ମଧ୍ୟ ସେ ହାଜର ହୋଇନାହାଁନ୍ତି । ୫ଥର ସମନ କରିଥିଲା ଇଡ଼ି, କିନ୍ତୁ ଏହାକୁ ବେଆଇନ ଦର୍ଶାଇ ନୋଟିସକୁ ଅଣଦେଖା କରି ଇଡ଼ିରେ ହାଜର ହୋଇନାହାଁନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ । ଏହି ମାମଲାରେ ଇଡ଼ି କୋର୍ଟ ଯାଇଥିବାରୁ କେଜ୍ରିୱାଲଙ୍କୁ କୋର୍ଟରୁ ନୋଟିସ୍‍ ଜାରି କରାଯାଇଛି । ଦିଲ୍ଲୀର ରାଉଜ୍‍ ଆଭେନ୍ୟୁ କୋର୍ଟ ଅରବିନ୍ଦ କେଜ୍ରିୱାଲଙ୍କୁ ନୋଟିସ୍‍ କରି ଫେବୃଆରୀ ୧୭ ସୁଦ୍ଧା ହାଜର ହେବାକୁ କହିଛନ୍ତି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories