www.samajalive.in
Sunday, December 7, 2025
26.1 C
Bhubaneswar

ବନ୍ଧୁକ ଦେଖାଇ ଲୁଟିନେଲେ ୧୦ଲକ୍ଷ !

କୋଇଡା: ବନ୍ଧୁକ ମୁନରେ ଲୁଟ୍ ହୋଇଛି। ସୁନ୍ଦରଗଡ ଜିଲ୍ଲା ଟେନସା ଫାଣ୍ଡି ରୀତାରାଣୀ ଫାଣ୍ଡି ନିକଟସ୍ଥ ଏକ ପରିବହନ ସଂସ୍ଥା କାର୍ଯ୍ୟାଳୟ ନିକଟରୁ ଲୁଟ୍ ହୋଇଥିବା ଅଭିଯୋଗ ହୋଇଛି। ୫ଜଣ ଦୁର୍ବୁତ୍ତ ବନ୍ଧୁକ ସହ ମାରଣାସ୍ତ୍ର ଦେଖାଇ ୧୦ଲକ୍ଷ ଟଙ୍କା ଲୁଟି ନେଇଛନ୍ତି। ଲୁଟ ବେଳର ସମସ୍ତ ଦୃଶ୍ୟ ସିସି ଟିଭିରେ କଏଦ ହୋଇଛି।  ଏ ନେଇ ଟେନସା ଫାଣ୍ଡିରେ ଏତଲା ମଧ୍ୟ ଦିଆଯାଇଛି। ଅଭିଯୋଗ ପରେ କୋଇଡା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

ବାରବାଟୀ ମ୍ୟାଚ: ସୁରକ୍ଷା ଦାୟିତ୍ଵରେ ରହିବେ ୫୧ ପ୍ଲାଟୁନ ପୁଲିସ, ୬ସ୍ଥାନରେ ପାର୍କିଂ ବ୍ୟବସ୍ଥା

ସମାଜଲାଇଭ ଡେସ୍କ: ଆଗାମୀ ୯ ତାରିଖରେ ହେବାକୁ ଥିବା ବାରବାଟୀ ମ୍ୟାଚ...

ଭୁବନେଶ୍ଵରରେ ଦୁଇ ଦଳର ଖେଳାଳି: ରାତିରେ ଆସିବେ ଗିଲ, ସୂର୍ଯ୍ୟକୁମାର

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚ ପାଇଁ ଉଭୟ ଭାରତ ଏବମଂ...

ବାରବାଟୀ ମ୍ୟାଚ ଦେଖିବେ ମୁଖ୍ୟମନ୍ତ୍ରୀ, କାଲିଠୁ ନେଟ୍‌ ପ୍ରାକ୍ଟିସ

ସମାଜଲାଇଭ ଡେସ୍କ: ଆସନ୍ତା ୯ ତାରିଖରେ କଟକ ବାରବାଟୀ ଷ୍ଟାଡିଅମରେ ଭାରତ...

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

Related Articles

Popular Categories