www.samajalive.in
Friday, December 12, 2025
14.1 C
Bhubaneswar

ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ହେବ ୧୯ ବର୍ଷରୁ କମ୍ ବିଶ୍ବ କପ୍ ଫାଇନାଲ୍

ନୂଆଦିଲ୍ଲୀ : ୧୯ ବର୍ଷରୁ କମ୍ ବିଶ୍ବ କପ୍ ୨୦୨୪ ପାଇଁ ୨ଟି ଟିମ୍ ମିଳି ସାରିଛନ୍ତି । ଏହି ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ଅଷ୍ଟ୍ରେଲିଆ ଏବଂ ଭାରତ ମଧ୍ୟରେ ହେବ । ବେନୋନୀର ଭିଲୋମୁର ପାର୍କରେ ଗୁରୁବାର ଖେଳାଯାଉଥିବା ଦ୍ବିତୀୟ ସେମିଫାଇନାଲରେ ଅଷ୍ଟ୍ରେଲିଆ ପାକିସ୍ତାନକୁ ମାତ୍ର ୧ ଓ୍ବିକେଟରେ ହରାଇଛି । ଅଷ୍ଟ୍ରେଲିଆ ଟସ୍ ଜିତି ବୋଲିଂ କରିବାକୁ ନିଷ୍ପତ୍ତି ନେଇଥିଲା । ପାକିସ୍ତାନ ୨୮.୫ ଓଭରରେ ୧୭୯ ରନ୍ କରି ଅଲଆଉଟ୍ ହୋଇଯାଇଥିଲା । ଏହାର ଜବାବରେ ଅଷ୍ଟ୍ରେଲିଆ ୪୯.୧ ଓଭରରେ ୯ ଓ୍ବିକେଟରେ ୧୮୧ ରନ୍ କରି ଲକ୍ଷ୍ୟକୁ ହାସଲ କରିଥିଲା । ଏହା ପରେ ଫାଇନାଲ୍ ମ୍ୟାଚ୍ ପାଇଁ ୨ଟି ଟିମ୍ ସାମ୍ନାକୁ ଆସି ସାରିଛନ୍ତି । ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଫାଇନାଲ୍ ମ୍ୟାଚ୍ ଅନୁଷ୍ଠିତ ହେବ ।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories