www.samajalive.in
Sunday, December 7, 2025
26.1 C
Bhubaneswar

ପରବର୍ତ୍ତୀ ଲୋକପାଳ ହେବେ ଜଷ୍ଟିସ ଖାନ୍‌ୱିଲକର

ନୂଆଦିଲ୍ଲୀ: ସର୍ବୋଚ୍ଚ ନ୍ୟାୟାଳୟର ଅବସରପ୍ରାପ୍ତ ବିଚାରପତି ଏ.ଏମ.ଖାନ୍‌ୱିଲକର ପରବର୍ତ୍ତୀ ଲୋକପାଳ ଭାବେ ନିଯୁକ୍ତିି ପାଇବେ ବୋଲି ନିର୍ଭରଯୋଗ୍ୟ ସୂତ୍ରରୁ ଜଣାପଡିଛି। ପ୍ରଧନମନ୍ତ୍ରୀ ନରେନ୍ଦ୍ର ମୋଦୀ, ସର୍ବୋଚ୍ଚ ନ୍ୟାୟାଳୟର ପ୍ରଧାନ ବିଚାରପତି ଡି.ୱାଇ.ଚନ୍ଦ୍ରଚୂଡ ଓ ଲୋକସଭାରେ ବିରୋଧୀ ଦଳ ନେତା ଅଧୀର ରଞ୍ଜନ ଚୌଧୁରୀଙ୍କୁ ନେଇ ଗଠିତ ଉଚ୍ଚସ୍ତରୀୟ କମିଟି ଲୋକପାଳ ପଦ ପାଇଁ ଖାନ୍‌ୱିଲକରଙ୍କ ନାମକୁ ଅନୁମୋଦନ କରିଥିବା କୁହାଯାଇଛି। ରାଷ୍ଟ୍ରପତିଙ୍କ ଅନୁମୋଦନ ପରେ ଏହି ନିଯୁକ୍ତିକୁ କାର୍ଯ୍ୟକାରୀ କରାଯିବ। ଖାନ୍‌ୱିଲକର ୨୦୧୬ ମେ’ ୧୩ରୁ ୨୦୨୨ ଜୁଲାଇ ୨୯ ପର୍ଯ୍ୟନ୍ତ ସର୍ବୋଚ୍ଚ ନ୍ୟାୟାଳୟରେ ବିଚାରପତି ଭାବେ କାର୍ଯ୍ୟ କରିସାରିଛନ୍ତି। ସୂଚନାଯୋଗ୍ୟ ୨୦୨୨ ମେ’ରୁ ଲୋକପାଳ ପଦ ଖାଲିପଡିଛି।

Hot this week

ଘଟଗାଁରେ ମୁଖ୍ୟମନ୍ତ୍ରୀ: ‘ମା’ ତାରିଣୀ ପୀଠ ସମନ୍ବିତ ବିକାଶ ପ୍ରକଳ୍ପ’ର କଲେ ଭିତ୍ତିପ୍ରସ୍ତର ସ୍ଥାପନ

କେନ୍ଦୁଝର: ଆଜି କେନ୍ଦୁଝର ଜିଲ୍ଲା ଗସ୍ତ କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ...

ଭୁବନେଶ୍ୱରରେ ବୁମରା

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରେ ପହଞ୍ଚିଲେ ଭାରତୀୟ କ୍ରିକେଟ ଦଳର...

ଆବଶ୍ୟକ ହେଲେ ପୀଡିତାଙ୍କୁ ଏୟାରଲିଫ୍ଟ କରାଯିବ : ମନ୍ତ୍ରୀ

ସୁନ୍ଦରଗଡ଼: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଥାନା ଲାଞ୍ଜିବେର୍ନା ଅଞ୍ଚଳର କଲେଜ ଛାତ୍ରୀ...

ହ୍ୟୁମାନ୍‌ ମୃତ୍ୟୁର ତଦନ୍ତ ଲାଗି ମୁଖ୍ୟମନ୍ତ୍ରୀଙ୍କୁ ଅନୁରୋଧ କରିଛି

ଟିଟିଲାଗଡ଼ : ହ୍ୟୁମାନ୍ ସାଗରଙ୍କ ମୃତ୍ୟୁର ତଦନ୍ତ ନେଇ ପ୍ରତିକ୍ରିୟା ରଖିଛନ୍ତି...

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

Related Articles

Popular Categories