www.samajalive.in
Friday, December 12, 2025
15.1 C
Bhubaneswar

ମିଶନ ଜୀବିକା ସହାୟତାରେ କୃଷି ଯନ୍ତ୍ରପାତି ବଣ୍ଟନ

ଫୁଲବାଣୀ: କନ୍ଧମାଳ ଜିଲ୍ଲାର ଆର୍ ନୂଆଁ ଗାଁ ପଞ୍ଚାୟତ ପିପଲ ସାହି ଠାରେ ମିଶନ ଜୀବିକା ମାଧ୍ୟମରେ ଚାଷୀ ମାନଙ୍କୁ କୃଷି ଯନ୍ତ୍ରପାତି ବଣ୍ଟନ କରାଯାଇଛି। ପିପଲ ସାହିରେ ମାଁ ଲକ୍ଷ୍ମୀ ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀକୁ ଫୁଲବାଣୀ ଆଦିବାସୀ ଉନ୍ନୟନ ସଂସ୍ଥାର ପ୍ରକଳ୍ପ ପ୍ରଶାସକ ପ୍ରବୀଣ କୁମାର ବାଣୁଆଁଙ୍କ ଦ୍ୱାରା ଦଳକୁ ପାୱାର ଟିଲର ବଣ୍ଟନ କରାଯାଇଛି। ସେମାନଙ୍କର ସର୍ବାଙ୍ଗୀନ ଉନ୍ନତି ପାଇଁ ଖରାଦିନିଆ ଚାଷ କରିବା ସହିତ ଆମ୍ବ ଓ ଲିଚୁ ବଗିଚା ଆଗାମୀ ୨ମାସ ମଧ୍ୟରେ ସଫା କରି ନୂତନ ଫସଲ କରିବାକୁ ସେ ପରାମର୍ଶ ଦେଇଛନ୍ତି।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories