www.samajalive.in
Sunday, December 14, 2025
23.1 C
Bhubaneswar

ରଥଯାତ୍ରା ପାଇଁ ଦଶପଲ୍ଲାରୁ ବାହାରିଲା ପ୍ରଥମ ପର୍ଯ୍ୟାୟ ରଥକାଠ

ନୟାଗଡ: ରଥଯାତ୍ରା ପାଇଁ ପ୍ରଥମ ପର୍ଯ୍ୟାୟ ରଥକାଠ ପୁରୀ ଅଭିମୁଖେ ବାହାରିଛି ।  ନୟାଗଡ ଜିଲା ଦଶପଲ୍ଲା ମହାବୀର ମନ୍ଦିରରେ ଶୁକ୍ରବାର ପୂଜାର୍ଚ୍ଚନା ପରେ ରଥକାଠ ବାହାରିଥିବା ସୂଚନା ମିଳିଛି। ୩ଟି ଟ୍ରକରେ ଶ୍ରୀମନ୍ଦିର ଅଭିମୁଖେ ଆସୁଛି ୧୦୨ଖଣ୍ଡ କାଠ। ଏଥିରେ ୫୦ଖଣ୍ଡ ଅସନ ଏବଂ ୫୨ଖଣ୍ଡ ଧଉରା କାଠ ରହିଛି। ସରସ୍ୱତୀ ପୂଜା ପୂର୍ବରୁ ପୁରୀରେ ପହଂଚିବ ରଥକାଠ।

Hot this week

ଦିଲ୍ଲୀରେ ଗ୍ରାପ୍‌-୩ କଟକଣା

ନୂଆଦିଲ୍ଲୀ : ରାଜଧାନୀ ଦିଲ୍ଲୀର ବାୟୁମଣ୍ଡଳ ଶନିବାର ଅତ୍ୟଧିକ ପ୍ରଦୂଷିତ ହୋଇପଡିଥିବାରୁ...

୧୫୫ଟି ବାର୍ ରେ ଅବକାରୀ ବିଭାଗର ଚଢାଉ

ସମାଜ ଡିଜିଟାଲ ଡେସ୍କ: ନୂଆ ବର୍ଷ ପୂର୍ବରୁ ରାଜଧାନୀ ଭୁବନେଶ୍ୱରରେ ବିଭିନ୍ନ...

ପୁଅର ପରୀକ୍ଷା ପାଇଁ ୮୦୦ କିମି କାର୍‌ ଡ୍ରାଇଭ୍‌ କଲେ ବାପା

ଚଣ୍ଡିଗଡ଼ : ଇଣ୍ଡିଗୋ ସଙ୍କଟ ସମୟରେ ଦେଶର ବିଭିନ୍ନ ବିମାନ ବନ୍ଦରରେ...

ଯାତ୍ରୀଙ୍କୁ ୫୦୦ କୋଟିରୁ ଅଧିକ କ୍ଷତିପୂରଣ ଦେବ ଇଣ୍ଡିଗୋ

ନୂଆଦିଲ୍ଲୀ : ବିମାନସେବାରୁ ବଞ୍ଚିତ ହୋଇଥିବା ତଥା ଅଧିକ ମାତ୍ରାରେ ପ୍ରଭାବିତ...

ପରୀକ୍ଷା ବେଳେ ବିଶ୍ୱବିଦ୍ୟାଳୟରେ ଗୁଳିକାଣ୍ଡ: ୨ମୃତ

ସମାଜ ଡିଜିଟାଲ ଡେସ୍କ: ଆମେରିକାର ବ୍ରାଉନ୍ ବିଶ୍ୱବିଦ୍ୟାଳୟରେ ଜଣେ ଯୁବକ ପ୍ରବେଶ...

Related Articles

Popular Categories