www.samajalive.in
Sunday, December 7, 2025
14.1 C
Bhubaneswar

ଲିଙ୍ଗ ନିରୂପଣ ଅଭିଯୋଗରେ ଡାକ୍ତରଙ୍କ ଘରେ ଚଢଉ

କଟକ: ଡାକ୍ତରଙ୍କ ଘରେ ଚଢଉ କଲା ସ୍ୱାସ୍ଥ୍ୟ ବିଭାଗ। ଡାକ୍ତରଙ୍କ ବିରୋଧରେ ଲିଙ୍ଗ ନିରୂପଣ ଅଭିଯୋଗ ଆସିବା ପରେ ସ୍ୱାସ୍ଥ୍ୟ ବିଭାଗ ଟିମ୍‍ ଚଢଉ କରିଛି। କଟକ ଫ୍ରେଣ୍ଡସ୍‍ କଲୋନୀରେ ଥିବା ଜଣେ ଡାକ୍ତରଙ୍କ ଘରେ ଚଢଉ କରାଯାଇଛି। ଚଢଉ ସମୟରେ ସ୍ୱାସ୍ଥ୍ୟ ବିଭାଗର ଟିମ୍‍ ସହିତ ଉପଜିଲ୍ଲାପାଳ ଉପସ୍ଥିତ ରହିଛନ୍ତି। ଡାକ୍ତର ଜଣଙ୍କ ଦେବଗଡରେ ଏକ ମେଡିକାଲରେ କାର୍ଯ୍ୟରତ ଅଛନ୍ତି। ତାଙ୍କ ବିରୋଧରେ ମିଥ୍ୟ ଅଭିଯୋଗ ହୋଇଥିବା କହିଛନ୍ତି ଡାକ୍ତର। ଅଲଟ୍ରାସାଉଣ୍ଡ ମେସିନ, ନଗଦ ଟଙ୍କା ଓ ମୋବାଇଲ ଜବତ କରାଯାଇଛି । ଡାକ୍ତର ନିଜ ଘରେ କ୍ଲିନିକ କରି ବେଆଇନ ଲିଙ୍ଗ ନିରୂପଣ କରୁଥିଲେ ।

Hot this week

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

ସୁନା ଲିଜ୍‌ ବା ଭଡା ଦେଇ ରୋଜଗାର

ନୂଆଦିଲ୍ଲୀ - ଅନେକ ଲୋକ ଗୋଲ୍ଡ ବଣ୍ଡ ସହ ସୁନାରେ ଟଙ୍କା...

‘ବାବୁଜୀ ଥିଲେ ଉତ୍କଳମଣିଙ୍କ ଐତିହ୍ୟର ଅନିର୍ବାଣ ଶିଖା’

କଟକ:‘ସମାଜ’ ହେଉଛି ଖବରକାଗଜର ପ୍ରତିନାମ। ‘ସମାଜ’ର ଏପରି ସୁନାମ ପଛରେ ପଣ୍ଡିତ...

Related Articles

Popular Categories