www.samajalive.in
Friday, December 12, 2025
15.1 C
Bhubaneswar

ଚାକିରି ବଦଳରେ ଜମି ଦୁର୍ନୀତି ମାମଲା: ଲାଲୁ ପରିବାରକୁ ମିଳିଲା ଜାମିନ

ନୂଆଦିଲ୍ଲୀ: ଚାକିରି ବଦଳରେ ଜମି ଦୁର୍ନୀତି ମାମଲାରେ ଲାଲୁ ପ୍ରସାଦ ଯାଦବଙ୍କ ପରିବାରକୁ ବଡ଼ ଆଶ୍ୱସ୍ତି। ଦିଲ୍ଲୀ କୋର୍ଟରୁ ତାଙ୍କ ପରିବାରକୁ ଜାମିନ ପ୍ରଦାନ କରାଯାଇଛି। ଦିଲ୍ଲୀ ରାଉସ୍‍ ଆଭେନ୍ୟୁ କୋର୍ଟରେ ଲାଲୁ ଯାଦବଙ୍କ ପତ୍ନୀ ରାବ୍ରି ଦେବୀ, ଝିଅ ମିସା ଭାରତୀ ଏବଂ ହେମା ଯାଦବଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରାଯାଇଛି। ଏହି ମାମଲାର ଶୁଣାଣି ବେଳେ କୋର୍ଟ ଅନ୍ୟ ଜଣେ ଅଭିଯୁକ୍ତ ହୃଦୟାନନ୍ଦ ଚୌଧୁରୀଙ୍କୁ ମଧ୍ୟବର୍ତ୍ତୀକାଳୀନ ଜାମିନ ପ୍ରଦାନ କରିଛନ୍ତି କୋର୍ଟ। ଶୁକ୍ରବାର ଏହି ମାମଲାର ଶୁଣାଣି ବେଳେ କୋର୍ଟ ସମସ୍ତଙ୍କ ଆବେଦନକୁ ଗ୍ରହଣ କରି ୧ଲକ୍ଷ ଟଙ୍କା ଜରିମାନା ବଦଳରେ ଜାମିନ ପ୍ରଦାନ କରିଛନ୍ତି। ଶୁକ୍ରବାର ଶୁଣାଣି ବେଳେ ରାବ୍ରି ଦେବୀ, ଝିଅ ମିସା ଭାରତୀ ଓ ହେମା ଯାଦବଙ୍କ ଅନ୍ୟ ମାନେ କୋର୍ଟରେ ହାଜର ହୋଇଥିଲେ। ଜାମିନ ଆବେଦନର ଶୁଣାଣି ଜଷ୍ଟିସ୍‍ ବିଶାଲ ଗୋଗନେଙ୍କ କୋର୍ଟରେ ହୋଇଥିଲା।

Hot this week

କଟକର ସ୍ପେଶାଲ ସର୍କିଟ୍ ହାଉସ୍‌ର ନୂଆ ଆନେକ୍ସ ବିଲ୍‌ଡିଙ୍ଗ୍ ଭିଭିପ୍ରସ୍ତର ସ୍ଥାପନ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର:ଆଜି ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ କଟକ ସହର ଗସ୍ତରେ...

ହାରିଲା ଭାରତ ,ଦକ୍ଷିଣ ଆଫ୍ରିକା ୫୧ ରନରେ ବିଜୟୀ

ନୂଆଦିଲ୍ଲୀ: ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି-୨୦ ସିରିଜର ଆଜି...

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

Related Articles

Popular Categories