www.samajalive.in
Saturday, December 13, 2025
26.1 C
Bhubaneswar

ଭୁବନେଶ୍ବରରେ ଭି.ସୁଜ୍ଞାନ କୁମାରୀ ଦେଓଙ୍କ ପାର୍ଥିବ ଶରୀର, ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ପୂର୍ବତନ ବିଧାୟିକା ଭି.ସୁଜ୍ଞାନ କୁମାରୀ ଦେଓଙ୍କ ମରଶରୀର ଭୁବନେଶ୍ବରରେ ପହଞ୍ଚିଛି। ଚେନ୍ନାଇରୁ ସ୍ବତନ୍ତ୍ର ବିମାନ ଯୋଗେ ଭି. ସୁଜ୍ଞାନ କୁମାରୀ ଦେଓଙ୍କ ପାର୍ଥିବ ଶରୀର ଭୁବନେଶ୍ବର ଅଣାଯାଇଥିଲା। ଭୁବନେଶ୍ବରରେ ପହଞ୍ଚିବା ପରେ ବିମାନବନ୍ଦରରୁ ତାଙ୍କର ପାର୍ଥିବ ଶରୀରକୁ ବିଜେଡ଼ି ପାର୍ଟି ଅଫିସ ‘ଶଙ୍ଖ ଭବନ’କୁ ଅଣାଯାଇଥିଲା। ‘ଶଙ୍ଖ ଭବନ’ରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପହଞ୍ଚି ପୂର୍ବତନ ବିଧାୟିକା ଭି.ସୁଜ୍ଞାନ କୁମାରୀ ଦେଓଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଥିଲେ। ଏହାସହିତ ଦଳୀୟ ନେତା ମଧ୍ୟ ‘ଶଙ୍ଖ ଭବନ’ରେ ପୂର୍ବତନ ବିଧାୟିକ ଭି.ସୁଜ୍ଞାନ କୁମାରୀ ଦେଓଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଥିଲେ।

ଖଲିକୋଟ ଓ କବିସୂର୍ଯ୍ୟ ନଗରରୁ ୧୦ଥର ବିଧାୟିକା ହୋଇଥିଲେ ଭି.ସୁଜ୍ଞାନ କୁମାରୀ ଦେଓ। ଚେନ୍ନାଇର ଏକ ହସପିଟାଲରେ ତାଙ୍କର ଚିକିତ୍ସାଧୀନ ଅବସ୍ଥାରେ ପରଲୋକ ହୋଇଥିଲା।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories