www.samajalive.in
Wednesday, December 10, 2025
18.1 C
Bhubaneswar

ବୌଦ୍ଧ ବ୍ରାଇଟମାଇଣ୍ଡ ବିଦ୍ୟାଳୟର ବାର୍ଷିକ ଉତ୍ସବ

ବୌଦ୍ଧ: ବୌଦ୍ଧର ଅଗ୍ରଣୀ ଇଂରାଜୀ ମାଧ୍ୟମ ବ୍ରାଇଟମାଇଣ୍ଡ ବିଦ୍ୟାଳୟର ବାର୍ଷିକ ଉତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି। ବିଦ୍ୟାଳୟ ପରିସରରେ ଅଧ୍ୟକ୍ଷ ବିନୟ କୁମାର କରଡିଆଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଊତ୍ସବରେ ମୁଖ୍ୟଅତିଥି ଭାବରେ ବରିଷ୍ଠ ଆଇନଜିବୀ ଅଶୋକ କୁମାର ସାହୁ ଯୋଗଦେଇ ପ୍ରଦୀପ ପ୍ରଜ୍ଜଳନ ପୂର୍ବକ ଆନୁଷ୍ଠାନିକ ଭାବରେ ଉତ୍ସବକୁ ଉଦଘାଟନ କରିଥିଲେ।

ଏହି ଅବସରରେ ସମ୍ମାନିତ ଅତିଥି ଭାବରେ ବୌଦ୍ଧ ଗୋଷ୍ଠୀ ଶିକ୍ଷା ଅଧିକାରୀ ଉପନ୍ଦ୍ରେ କୁମାର ପ୍ରଧାନ,ଜିଲା ସାମ୍ବାଦିକ ସଂଘର ସଂପାଦକ ରବିନ୍ଦ୍ର କୁମାର ପଟ୍ଟନାୟକ ଓ ସ୍ୱରୂପ କୁମାର ପଟ୍ଟନାୟକ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ। ବିଦ୍ୟାଳୟର ଉପାଧ୍ୟକ୍ଷ ଅପୂର୍ବ ପଟ୍ଟନାୟକ ବିବରଣୀ ପାଠ କରିଥିବାବେଳେ ଶିକ୍ଷୟିତ୍ରୀ ନଳିନୀ ପାତ୍ର, ସୁମତି ମେହେର ମଞ୍ଚ ପରିଚାଳନା କରିଥିବାବେଳେ ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ କାର୍ଯ୍ୟକ୍ରମ ପରିଚାଳନାରେ ସହଯୋଗ କରିଥିଲେ। ନୃତ୍ୟ ପ୍ରଶିକ୍ଷକ ଶଙ୍କର ନାୟକଙ୍କ ନିର୍ଦ୍ଦେଶନାରେ ଛାତ୍ରଛାତ୍ରୀମାନେ ଆକର୍ଷଣୀୟ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରିଥିଲେ। ଏହି ଅଭିଭାବକ ଓ ଅଭିଭାବିକାମାନେ ମଧ୍ୟ ରେମ୍ପ ସୋ ରେ ଅଂଶଗ୍ରହଣ କରିଥିଲେ।

Hot this week

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

ଭାରସାମ୍ୟ ହରାଇ ଓଲଟିଲା ଟ୍ରକ

ଫୁଲବାଣୀ :କନ୍ଧମାଳ ଜିଲ୍ଲା ଫିରିଙ୍ଗିଆ ବ୍ଲକ ଛକ ନିକଟ ବର ଗଛ...

ଭୁବନେଶ୍ୱର ସମେତ, କଟକ, ସମ୍ବଲପୁର, ରାଉରକେଲା, ବ୍ରହ୍ମପୁର ପୁରୀରେ ହେବ ଟାଉନ୍‌ ପ୍ଲାନିଂ

ଭୁବନେଶ୍ୱର: ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ତଥା ଭୁବନେଶ୍ୱର ଉନ୍ନୟନ...

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

Related Articles

Popular Categories