www.samajalive.in
Monday, December 8, 2025
24.1 C
Bhubaneswar

ହାତୀ ଆକ୍ରମଣରେ ବୃଦ୍ଧ ମୃତ

ସମ୍ବଲପୁର: ସମ୍ବଲପୁରରେ ଥମୁନି ହାତୀଙ୍କ ପ୍ରାଦୁର୍ଭାବ । ହାତୀ ଆକ୍ରମଣରେ କେତେବେଳେ ମଣିଷର ଜୀବନ ଯାଉଛି ତ ଆଉ କେତେବେଳେ ହାତୀ ମଣିଷ ଲଢେଇ ମଧ୍ୟରେ ହାତୀର ମୃତ୍ୟୁ ଘଟୁଛି । ସମ୍ବଲପୁର ସଦର ରେଞ୍ଜ ଝାଙ୍କରପାଲି ସେକ୍ସନ ଖଇରାପଡାରେ ଅଭାବନୀୟ ଘଟଣା ଘଟିଛି। ହାତୀ ଆକ୍ରମଣରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ଘଟିଛି।  ଘର ଭାଙ୍ଗିବା ସହ ବୃଦ୍ଧଙ୍କୁ ଟେକି ଆଣି କଚାଡି ମାରିଲା ହାତୀ । ବାରମ୍ବାର ଜଙ୍ଗଲୀ ହାତୀପଲ ଗାଁ ମୁହାଁ ହୋଇ ବ୍ୟାପକ ଫସଲ ନଷ୍ଟ କରିବା ସହ ଜୀବନହାନି ଘଟାଉଛନ୍ତି । ହେଲେ ବନ ବିଭାଗ ହାତୀ ଘଉଡାଇବାରେ ସମ୍ପୂର୍ଣ୍ଣ ଫେଲ୍ ମାରିଥିବା ଅଭିଯୋଗ ହୋଇଛି।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories