www.samajalive.in
Tuesday, December 9, 2025
16.1 C
Bhubaneswar

ଇଂରାଜୀ ଭାଷା ଭିତ୍ତିକ ତାଲିମ କାର୍ଯ୍ୟକ୍ରମ

ରେଙ୍ଗାଲି: ରେଙ୍ଗାଲିବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ଅଧୀନରେ ଥିବା ସମସ୍ତ ପ୍ରାଥମିକ ଓ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଶିକ୍ଷକ ଓ ଶିକ୍ଷୟିତ୍ରୀ ମାନଙ୍କୁ ନେଇ ଚାଲିଥିବା ଇଂରାଜୀ ବିଷୟ ଭିତ୍ତିକ ଦୁଇ ଦିନିଆ ତାଲିମ କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି। ଦୁଇ ଦିନ ଧରି ଲପଙ୍ଗ। ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ମହେନ୍ଦ୍ର ବାଗ ତାଲିମ କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ। ତାଲିମ କାର୍ଯ୍ୟକ୍ରମରେ ନୋଡାଲ ପ୍ରଧାନ ଶିକ୍ଷକ ମନୋଜ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିଲେ। ଏହି ତାଲିମ କାର୍ଯ୍ୟକ୍ରମରେ ୫୦ ଜଣ ପ୍ରଶିକ୍ଷାର୍ଥୀଙ୍କୁ ଦୁଃଖିଶ୍ୟମ ସୁନାନି, ପୁରୁଷୋତ୍ତମ ପାତ୍ର, ସଞ୍ଜୀବ ନାୟକ ଓ ରତ୍ନପ୍ରଭା ମାହାନା ତାଲିମ ଦେଇଥିଲେ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories