www.samajalive.in
Monday, December 8, 2025
20.1 C
Bhubaneswar

ଅତାବିରା ମହାବିଦ୍ୟାଳୟରେ ‘ନୂଆ ଓ’ ଉତ୍ସବ ଉଦଯାପିତ

ରେଙ୍ଗାଲିକ୍ୟାମ୍ପ: ଅତାବିରା ମହାବିଦ୍ୟାଳୟରେ ପ୍ରଥମ ଓଡ଼ିଆ ସମ୍ମିଳନୀ ଓ ଶ୍ରୀ ଜଗନ୍ନାଥ ପରିକ୍ରମା ପ୍ରକଳ୍ପ ପରିପ୍ରେକ୍ଷୀରେ ଅତାବିରା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଓ ସ୍ନାତକୋତ୍ତର ମହାବିଦ୍ୟାଳୟ ପକ୍ଷରୁ ଆଜି ‘ନୂଆ ଓ‘ କାର୍ୟ୍ୟକ୍ରମର ଉଦଯାପନୀ ଉତ୍ସବ ସମ୍ପନ୍ନ ହୋଇଯାଇଛି। ଏହି କାର୍ୟ୍ୟକ୍ରମରେ ମହା ବିଦ୍ୟାଳୟର ଅଧ୍ୟକ୍ଷ ଅଶ୍ଵିନୀ କୁମାର ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି କାର୍ୟ୍ୟକ୍ରମରର ସଭାକାର୍ୟ୍ୟକୁ ଅଧ୍ୟାପକ ପରମାନନ୍ଦ ରଥ ମଞ୍ଚ ପରିଚାଳନା କରିଥିଲେ। ଡଃ ଗୋପୀନାଥ ବାଗ, ଓଡ଼ିଆ ଭାଷା ଓ ଭାଷା ତତ୍ତ୍ଵ ବିଭାଗ ସମ୍ବଲପୁର ବିଶ୍ୱବିଦ୍ୟାଳୟ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ଡଃ ଅଭୟ କୁମାର ନାୟକ, ରେଜିଷ୍ଟକ୍ଷର ଏନଆଇଏସଇଆର୍ ମୁଖ୍ୟ ବକ୍ତା ରୂପେ ଯୋଗ ଦେଇ ଜଗନ୍ନାଥ ଦର୍ଶନ ଉପରେ ଆଲୋକପାତ କରିଥିଲେ।

Hot this week

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

ହି-ମ୍ୟାନ୍‌ଙ୍କୁ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ: ଆଜି ବଲିଉଡର ଦିବଂଗତ ବରିଷ୍ଠ ଅଭିନେତା ଧର୍ମେନ୍ଦ୍ରଙ୍କ ୯୦ତମ ଜନ୍ମଦିନ।...

ଟ୍ରାକ୍ଟର ଧକ୍କାରେ ଯୁବକ ମୃତ, ରସ୍ତାରୋକୋ

ଭବାନୀପାଟଣା: କୋକସରା ଥାନା ଅନ୍ତର୍ଗତ ମୋଟେର ଫାଣ୍ଡି ନିକଟ ଧାନ ମଣ୍ଡି...

ସୂନାମୀ ଆଲର୍ଟ, ଜାପାନ୍‌ରେ ଜୋରଦାର ଭୂମିକମ୍ପ

ଟୋକିଓ - ଜାପାନରେ ଜୋରଦାର ଭୂମିକମ୍ପ ଅନୁଭୂତ ହୋଇଛି । ଜାପାନ...

ଋଷିକୂଲ୍ୟା ଅଞ୍ଚଳରେ ଅତିଥି ଧ୍ରୂବହଂସ

ଗଞ୍ଜାମ: ଶୀତର ଆଗମନରେ  ଋଷିକୁଲ୍ୟା ନଦୀ ମୁହାଣ ଅଞ୍ଚଳରେ ବିଦେଶୀ  ଅତିଥି...

Related Articles

Popular Categories