www.samajalive.in
Saturday, December 13, 2025
26.1 C
Bhubaneswar

ଭ୍ୟାନ୍‌କୁ ଧକ୍କା ଦେଲା କୋଇଲା ଟ୍ରକ୍ : ୪ ମୃତ, ୯ ଗୁରୁତର

ଝାରସୁଗୁଡା: ଝାରସୁଗୁଡାରେ ଏକ କୋଇଲା ଟ୍ରକ୍‌ ଭ୍ୟାନ୍‌କୁ ଧକ୍କା ଦେଇଛି। ଏଥିରେ ୪ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୯ ଜଣ ଗୁରୁତର ହୋଇଥିବା ସୂଚନା ମିଳିଛି। ସମସ୍ତ ଗୁରୁତରଙ୍କୁ ଜିଲ୍ଲା ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଲଖନପୁର ବ୍ଳକ ବେହେରାଗୁଡା ରାସ୍ତାରେ ଏହି ଦୁର୍ଘଟଣା ଘଟିଛି। ତେବେ ଭ୍ୟାନ୍‌ଟି କିଛି ଯାତ୍ରୀଙ୍କୁ ଧରି ବେଲପାହାଡ ଅଭିମୁଖେ ଯାଉଥିବାବେଳେ ଏହି ଅଘଟଣ ଘଟିଛି। ପରେ ଲଖନପୁର ପୁଲିସ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories