www.samajalive.in
Saturday, December 13, 2025
26.1 C
Bhubaneswar

ବିଶିଷ୍ଟ ସାହିତ୍ୟିକ ସାତକଡି ହୋତାଙ୍କ ପରଲୋକ

ଭୁବନେଶ୍ବର: ବରିଷ୍ଠ ସାହିତ୍ୟିକ ସାତକଡି ହୋତାଙ୍କ ପରଲୋକ ଘଟିଛି। ଭୁବନେଶ୍ବରରେ ତାଙ୍କର ଦେହାନ୍ତ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୯୫ ବର୍ଷ ବୟସ ହୋଇଥିଲା। ଓଡିଶା ସାହିତ୍ୟ ଏକାଡେମୀର ପୂର୍ବତନ ସଭାପତି ଥିଲେ ସାତକଡି ହୋତା। ୧୯୨୯ ମସିହାରେ ମୟୁରଭଞ୍ଜର ଜଗନ୍ନାଥଖୁଣ୍ଟାରେ ସେ ଜନ୍ମଗ୍ରହଣ କରିଥିଲେ। ଶତାଧିକ ପୁସ୍ତକର ସେ ରଚୟିତା ଥିଲେ। ବ୍ୟାକୁଳ ହୃଦୟ , ସ୍ବପ୍ନ ଶିଉଳି , ଏତେ ସ୍ବପ୍ନ ଏତେ ଆଲୋକ, ଅନେକ ଦିଗନ୍ତର ସେ ରଚୟିତା ଥିଲେ। ସାମ୍ବାଦିକତା କ୍ଷେତ୍ରରେ ବି ସେ ନିଜ ଛାପ ଛାଡିଯାଇଛନ୍ତି। ଦୈନିକ ଖବର କାଗଜ ସମୟର ସେ ସମ୍ପାଦକ ଥିଲେ।

Hot this week

କେରଳର ପ୍ରଥମ ବିଜେପି ମେୟର୍

ସମାଜ ଲାଇଭ୍ ଡେସ୍କ : କେରଳରେ ବଡ଼ ସଫଳତା ପାଇଛି ବିଜେପି...

କଲକତା ଅଘଟଣ : ଇଭେଣ୍ଟ ଆୟୋଜକ ଅଟକ

ସମାଜ ଲାଇଭ୍ ଡେସ୍କ : ବିଶ୍ଵ ଫୁଟ୍‌ବଲ୍‌ ତାରକା ଲିଓନେଲ୍ ମେସିଙ୍କ...

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

Related Articles

Popular Categories