www.samajalive.in
Monday, December 8, 2025
24.1 C
Bhubaneswar

୮ ଘଣ୍ଟିଆ ନୂଆପଡା ଜିଲ୍ଲା ବନ୍ଦ: ଦୋକାନ ବଜାର ସହ ଗାଡି ଚଳାଚଳ ଠପ୍

ନୂଆପଡା: ସୋମବାର ୮ଘଣ୍ଟିଆ ନୂଆପଡା ଜିଲ୍ଲା ବନ୍ଦ ପାଳନ କରାଯାଉଛି। ନୂଆପଡା ଶ୍ରମିକ ମହାସଂଘ ପକ୍ଷରୁ ଏହି ବନ୍ଦ ଡାକରା ଦିଆଯାଇଛି। ବନ୍ଦ ପ୍ରଭାବରେ ସାରା ସହରରେ ଦୋକାନ ବଜାର ବନ୍ଦ ରହିବା ସହ ଗାଡି ଚଳାଚଳ ପ୍ରଭାବିତ ହୋଇଛି। ଜିଲ୍ଲାରେ ଶ୍ରମିକ ସମସ୍ୟା , ବେଆଇନ୍ ମଦ ବିକ୍ରି, ଦାଦନ ମୁକ୍ତ, ବେକାରୀଙ୍କୁ ରୋଜଗାର ଏବଂ ଭ୍ରଷ୍ଟାଚାର ମୁକ୍ତ ପରି ଦାବି ନେଇ ଏହି ବନ୍ଦ ପାଳନ କରାଯାଉଛି। ନୂଆପଡାସ୍ଥିତ ଏକତା ଛକ, କୁରୁମପୁରୀ , ଉଦ୍ୟାନବନ୍ଧ , ତରବୋଡ ପ୍ରଭୃତି ଛକ ସ୍ଥାନ ମାନଙ୍କରେ ପିକେଟିଂ କରାଯାଉଥିବା ଦେଖିବାକୁ ମିଳିଛି।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories