www.samajalive.in
Saturday, December 6, 2025
26.1 C
Bhubaneswar

ୟୁଏଇ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ: ଦୁଇ ଦିନିଆ ୟୁଏଇ ଗସ୍ତରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଗସ୍ତ ସମୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ୟୁଏଇର ରାଷ୍ଟ୍ରପତି ଶେଖ୍‍ ମହମ୍ମଦ ବିନ୍‍ ଜାଏଦ ଅଲ ନାହୟାନଙ୍କ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିବେ। ଏବଂ ଆବୁଧାବିରେ ନିର୍ମାଣ ହୋଇଥିବା ପ୍ରଥମ ହିନ୍ଦୁ ମନ୍ଦିରର ଉଦଘାଟନ କରିବେ। ୟୁଏଇରେ ଦୁଇ ଦିନିଆ ଗସ୍ତରେ ଯିବା ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦୀ ରାଷ୍ଟ୍ରପତି ଶେଖ ମହମ୍ମଦ ବିନ୍ ଜାଏଦଙ୍କୁ ଭାଇ ଭାବରେ ସମ୍ବୋଧିତ କରି କହିଛନ୍ତି ଯେ ସେ ତାଙ୍କୁ ଭେଟିବାକୁ ଅପେକ୍ଷା କରିଛନ୍ତି।

 

- Advertisement -

Hot this week

ମନଇଚ୍ଛା ବିମାନ ଟିକେଟ ବୃଦ୍ଧି ଉପରେ ବ୍ରେକ ଲଗାଇଲେ ସରକାର

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ସଙ୍କଟ ଯୋଗୁ ଅନେକ କମ୍ପାନୀ ହଠାତ୍‌...

ଭାରତକୁ ୨୭୧ ରନର ଟାର୍ଗେଟ ଦେଲା ଦକ୍ଷିଣଆଫ୍ରିକା

ସମାଜଲାଇଭ ଡେସ୍କ: ଅନ୍ତିମ ଦିନିକିଆରେ ଭାରତକୁ ୨୭୧ ରନର ଟାର୍ଗେଟ ଦେଇଛି...

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

Related Articles

Popular Categories