+୩,ପିଜି ଛାତ୍ରଛାତ୍ରୀଙ୍କୁ ମିଳିବ ସ୍କଲାରସିପ୍ – ମୁଖ୍ୟମନ୍ତ୍ରୀଙ୍କ ଘୋଷଣା
ଭୁବନେଶ୍ୱର : ଛାତ୍ରଛାତ୍ରୀଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଏକ ବଡ ଘୋଷଣା କରିଛନ୍ତି। ନୂଆ-ଓ ଯୋଜନାରେ +୩, ପିଜି ଛାତ୍ରଛାତ୍ରୀଙ୍କୁ ମିଳିବ ଛାତ୍ରବୃତ୍ତି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଏନେଇ ନିଷ୍ପତ୍ତି ନେଇଥିବା ନେଇ ମଙ୍ଗଳବାର ୫ଟି ଅଧ୍ୟକ୍ଷ ଭି.କେ ପାଣ୍ଡିଆନ କହିଛନ୍ତି। ଏନେଇ ଯାଜପୁରରରେ ଏନସି କଲେଜ ପଡିଆରେ ଆୟୋଜିତ ନୂଆ-ଓ କାର୍ଯ୍ୟକ୍ରମରେ ସେ ଏହା କହିଛନ୍ତି। ଛାତ୍ରଛାତ୍ରୀଙ୍କ ନାଁରେ ବ୍ୟାଙ୍କ ଆକାଉଣ୍ଟ ଖୋଲାଯିବ। ଛାତ୍ରଙ୍କୁ ୯ ହଜାର ଓ ଛାତ୍ରୀଙ୍କୁ ୧୦ ହଜାର ଟଙ୍କା ମିଳିବ।
Comments are closed.