www.samajalive.in
Monday, December 8, 2025
27.1 C
Bhubaneswar

ପୁଲୱାମା ଆକ୍ରମଣ; ସହିଦ୍‌‌ ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ : ବୁଧବାର ସାରା ଦେଶ ପାଳୁଛି ବ୍ଲାକ୍‌‌ ଡେ। ୧୪ ଫେବ୍ରୁଆରୀ ୨୦୨୪କୁ ପୁଲୱାମା ଆକ୍ରମଣକୁ ପୂରିଛି ୫ ବର୍ଷ। ସହିଦ୍‌‌ ହୋଇଥିବା ଯବାନଙ୍କୁ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଦିଆଯାଉଛି।
ପୁଲୱାମାରେ ହୋଇଥିବା ଆକ୍ରମଣରେ ସହିଦ୍‌‌ ହୋଇଥିବା ଯବାନଙ୍କ ପ୍ରତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ‘ଏକ୍ସ’ରେ କହିଛନ୍ତି, ପୁଲୱାମାରେ ସହିଦ୍‌‌ ହୋଇଥିବା ବୀର ଯବାନଙ୍କୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରୁଛି। ଯବାନଙ୍କ ଦେଶ ପାଇଁ ସେବା ଓ ଆତ୍ମବଳି ସର୍ବଦା ଚିରସ୍ମରଣୀୟ ହୋଇ ରହିବ।


୧୪ଫେବ୍ରୁଆରୀ ୨୦୧୯ରେ ୫ ବର୍ଷ ପୂର୍ବରୁ ଜମ୍ମୁ-ଶ୍ରୀନଗର ଜାତୀୟ ରାଜପଥରେ ସେନାଙ୍କୁ ନେଇ ୭୮ଟି ସେନା ଗାଡି ଯାଉଥିବା ବେଳେ ଆତଙ୍କବାଦୀ ଆକ୍ରମଣ ଯୋଗୁଁ ୪୦ ଯବାନ ସହିଦ୍‌‌ ହୋଇଥିଲେ।

Hot this week

ଯାତ୍ରୀଙ୍କୁ ୪୫୦୦ ଲଗେଜ ହସ୍ତାନ୍ତର କଲା ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ଇଣ୍ଡିଗୋ ବିମାନ ଉଡ଼ାଣ ବାତିଲ ଯୋଗୁ ହଜାର ହଜାର...

ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ଜେଲ୍‌ ଦଣ୍ଡ

ନୂଆଦିଲ୍ଲୀ: ଏଣିକି ମୃତଦେହ ରଖି ରାସ୍ତାରେ ବିକ୍ଷୋଭ କଲେ ୫ ବର୍ଷ...

ରାଜ୍ୟର ସବୁ କ୍ଲବ, ପବ୍‌ରେ ଯାଞ୍ଚ ହେବ ଅଗ୍ନି ନିରାପତ୍ତା

ସମାଜଲାଇଭ ଡେସ୍କ: ଗୋଆ ନାଇଟ୍‌ କ୍ଲବ ଅଗ୍ନିକାଣ୍ଡରେ ୨୫ ଜଣଙ୍କ ପ୍ରାଣହାନୀ...

କଲେଜ ଭିତରେ ଛାତ୍ରଙ୍କୁ ଛୁରାମାଡ

ବାରିପଦା : ବାରିପଦାରେ ଅଭାବନୀୟ ଘଟଣା ଘଟିଛି। ବାଇଗଡବାହିଆ ସ୍ଥିତ ବିବି...

ରାଜ୍ୟରେ ହାଡଭଙ୍ଗା ଶୀତ

ଭୁବନେଶ୍ଵର : ସାରା ରାଜ୍ୟରେ ହାଡଭଙ୍ଗା ଶୀତ ଜାରି ରହିଛି। ...

Related Articles

Popular Categories