www.samajalive.in
Tuesday, December 9, 2025
16.1 C
Bhubaneswar

୧ ମିନିଟରେ ୮୮ ଜଣଙ୍କୁ ଆଲିଙ୍ଗନ କରି ବିଶ୍ବ ରେକର୍ଡ

ନୂଆଦିଲ୍ଲୀ : ସୋସିଆଲ ମିଡିଆରେ ନିକଟରେ ଏକ ଭିଡିଓ ଭାଇରାଲ ହେଉଛି ଯେଉଁଥିରେ ଜଣେ ବ୍ୟକ୍ତି ୧ ମିନିଟରେ ଜଣଙ୍କ ପରେ ଜଣେ ୮୮ ଲୋକଙ୍କୁ ଆଲିଙ୍ଗନ କରି ବିଶ୍ବ ରେକର୍ଡ କରିଛନ୍ତି । ଗିନିଜ୍ ବୁକ୍ ଅଫ୍ ଓ୍ବର୍ଲ୍ଡ ରେକର୍ଡସରେ ନିଜ ନାଁ ସାମିଲ କରିଛନ୍ତି । ତାଙ୍କର ଏହି ଅଜବ କାରନାମା ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି । ସମସ୍ତେ ଏହାକୁ ଖୁବ୍ ପସନ୍ଦ କରୁଛନ୍ତି ।

- Advertisement -

୧ ମିନିଟରେ ୮୮ ଜଣଙ୍କୁ ଆଲିଙ୍ଗନ କରି ଗିନିଜ୍ ବିଶ୍ବ ରେକର୍ଡରେ ନିଜ ନାଁ ସାମିଲ କରିଥିବା ଏହି ବ୍ୟକ୍ତିଙ୍କ ନାଁ ସାମ୍ ଥମ୍ପସନ୍ । ସୋସିଆଲ ମିଡିଆ ପ୍ଲାଟଫର୍ମରେ ଏହି ଭିଡିଓ ଗିନିଜ୍ ବୁକ୍ ଅଫ୍ ଓ୍ବର୍ଲଡ ରେକର୍ଡସ୍ ନିଜ ଇନଷ୍ଟାଗ୍ରାମ ଆକାଉଣ୍ଟରେ ସେୟାର କରିଛନ୍ତି ।

ସେୟାର ହୋଇଥିବା ଏହି ଭିଡିଓକୁ ଏପର୍ଯ୍ୟନ୍ତ ୫ ଲକ୍ଷ ୯୬ ହଜାରରୁ ଅଧିକ ଲୋକ ଦେଖିସାରିଲେଣି । ପୋଷ୍ଟରେ ଲୋକମାନେ ଭିନ୍ନ ଭିନ୍ନ ପ୍ରତିକ୍ରିୟା ରଖୁଛନ୍ତି । ସମସ୍ତେ ଏହାକୁ ଖୁବ ପସନ୍ଦ ମଧ୍ୟ କରୁଛନ୍ତି ।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories