www.samajalive.in
Monday, December 15, 2025
24.1 C
Bhubaneswar

କେରଳରେ ସଡ଼କ ଦୁର୍ଘଟଣାରେ ଓଡ଼ିଆ ଯୁବକଙ୍କ ମୃତ୍ୟୁ

ଫୁଲବାଣୀ,ରାଇକିଆ : କନ୍ଧମାଳ ଜିଲ୍ଲା ରାଇକିଆ ବ୍ଲକ ପେଟାପାଙ୍ଗା ପଞ୍ଚାୟତର ଡାମ୍ବାକିଆ ଗ୍ରାମର ଯାଦବ ନାୟକଙ୍କର କେରଳରେ ଏକ ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି ।  ୮ ବର୍ଷ ଧରି କେରଳର ଏର୍ନାକୁଲୋମ ଜିଲ୍ଲା ପେରୁମବାବର୍ ଅଞ୍ଚଳରେ ପ୍ଲାଏ କମ୍ପାନୀରେ କାମ କରୁଥିଲେ । ଗତ ୧୨ ତାରିଖରେ ରାସ୍ତା ପାର ହେଉଥିବାବେଳେ ତାଙ୍କର ଦୁର୍ଘଟଣା ଘଟିଥିଲା ।

ଦୁର୍ଘଟଣା ସମ୍ପର୍କରେ ପରିବାର ଓ ସେଠାରେ ଥିବା ଅନ୍ୟ ସମ୍ପର୍କୀୟ ଲୋକମାନଙ୍କୁ ସୂଚନା ଦିଆଯାଇଥିଲା । ସେଠାରେ ଯେଉଁ କମ୍ପାନୀରେ କାମ କରୁଥିଲେ ସେହି କମ୍ପାନୀ ମାଲିକ ଘଟଣା ବିଷୟରେ ଜାଣିବା ପରେ ମୃତଦେହକୁ ଓଡ଼ିଶାକୁ ପଠାଇବା ନିମନ୍ତେ ବ୍ୟବସ୍ଥା କରିଥିଲେ  ।  ପେଟାପାଙ୍ଗା ସରପଞ୍ଚଙ୍କ ସହଯୋଗରେ ଶୋକାକୁଳ ପରିବେଶରେ ତାଙ୍କର ଶବ ସତ୍କାର କରାଯାଇଥିଲା ।

- Advertisement -

 

Hot this week

ମିଥ୍ୟା ପିନ୍ଧିଥାଏ ବସନ….

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଦାୟିତ୍ୱ ନେବା ପରଠାରୁ ବର୍ତ୍ତମାନ ପର୍ଯ୍ୟନ୍ତ...

ଶ୍ରମଜୀବୀ ନା ଶ୍ରମଯୋଗୀ

ଖଣିଜ ପଦାର୍ଥ ସମୃଦ୍ଧ ରାଜ୍ୟ ମଧ୍ୟରେ ଅବିଭକ୍ତ ବିହାର ଓ ଓଡ଼ିଶା...

ଆଜିର ପଞ୍ଚାଙ୍ଗ: ସତର୍କ ରୁହନ୍ତୁ, ୧ଘଣ୍ଟା ପାଇଁ ରହିବ ରାହୁକାଳ

ସମାଜ ଡିଜିଟାଲ ଡେସ୍କ: ସନାତନ ଧର୍ମର ଅନୁଗାମୀମାନଙ୍କ ପାଇଁ ସଫଲା ଏକାଦଶୀର...

ଚିନ୍ତାକଳ୍ପ : ସ୍ଥିତପ୍ରଜ୍ଞ ମହାତ୍ମା

ଏକଦା ତୀର୍ଥଙ୍କର ମହାବୀର ପୂର୍ବ ଦିଗକୁ ମୁହଁକରି ଆଖିବୁଜି ଧ୍ୟାନସ୍ଥ ଥାଆନ୍ତି।...

ସମ୍ପାଦକୀୟ : ଷ୍ଟାମ୍ପ ଡ୍ୟୁଟି ସଂଶୋଧନ

ସାଧାରଣଙ୍କୁ ସୁହାଇବା ଉଚିତ ନିଜର ଗୋଟିଏ ଘର ତୋଳିବା କିମ୍ବା ଛୋଟ ଜମିଟିଏ...

Related Articles

Popular Categories