www.samajalive.in
Monday, December 15, 2025
17.1 C
Bhubaneswar

ହୁକା ପାନ ସ୍ବାସ୍ଥ୍ୟପ୍ରତି କ୍ଷତିକାରକ, ନିଷିଦ୍ଧ ପାଇଁ ତେଲଙ୍ଗାନା ବିଧାନସଭାରେ ଗୃହିତ ହେଲା ବିଧେୟକ

ହାଇଦରାବାଦ: ତେଲଙ୍ଗାନା ସରକାର ରାଜ୍ୟରେ ହୁକା ପାର୍ଲରକୁ ସମ୍ପୂର୍ଣ୍ଣ ନିଷିଦ୍ଧ କରିଛନ୍ତି।  ଏ ସମ୍ପର୍କିତ ବିଧେୟକ ବିଧାନସଭାରେ ସର୍ବସମ୍ମତିକ୍ରମେ ଗୃହୀତ ହୋଇଛି। ବିଧେୟକକୁ ମନ୍ତ୍ରୀ ଡି ଶ୍ରୀଧର ବାବୁ ଗୃହରେ ଉପସ୍ଥାପନ କରିଥିଲେ। ହୁକା ପାନ ପ୍ରତି ଛାତ୍ର, ଯୁବକମାନେ ଅଧିକରୁ ଅଧିକ ମାତ୍ରାରେ ଆକୃଷ୍ଟ ହେଉଥିବାବେଳେ ସରକାର ଏହାକୁ ତୁରନ୍ତ ନିଷିଦ୍ଧ କରିବାକୁ ନିଷ୍ପତ୍ତି ନେଇଛନ୍ତି। ହୁକା ପାନ ସ୍ବାସ୍ଥ୍ୟପ୍ରତି କ୍ଷତିକାରକ। ଏପରିକି ଏହା ସିଗାରେଟ୍ ଠାରୁ ମଧ୍ୟ ଅଧିକ କ୍ଷତିକାରକ।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories