www.samajalive.in
Saturday, December 6, 2025
17.1 C
Bhubaneswar

ଶୋଇଥିଲେ ବୃଦ୍ଧ ; ଦଳିଦେଲା ହାତୀ

ମୟୁରଭଞ୍ଜ : ହାତୀ ଆକ୍ରମଣରେ ଚାଲିଗଲା ବୃଦ୍ଧଙ୍କ ଜୀବନ। ଘରେ ଶୋଇଥିବା ବେଳେ ହାତୀ ବୃଦ୍ଧଙ୍କୁ ଦଳି ଦେବାରୁ ତାଙ୍କର ମୃତ୍ୟୁ ଘଟିଛି। ଏଭଳି ଅଭାବନୀୟ ଘଟଣା ମୋରଡା ବ୍ଲକ କାଳିଆନାଳ ଗାଁରେ ଘଟିଛି। ରାତିରେ ଘରେ ଶୋଇଥିବା ବେଳେ ହାତୀ ବୃଦ୍ଧଙ୍କୁ ଦଳି ଦେଇଥିଲା।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories