www.samajalive.in
Tuesday, December 9, 2025
16.1 C
Bhubaneswar

ରାଜଧାନୀ ସହ ବିଭିନ୍ନ ସ୍ଥାନରେ ଭାରତ ବନ୍ଦର ପ୍ରଭାବ

ଭୁବନେଶ୍ୱର : ଶୁକ୍ରବାର କୃଷକ ସଂଗଠନ ଓ ଟ୍ରେଡ୍‌‌ ୟୁନିୟନ ପକ୍ଷରୁ ଭାରତ ବନ୍ଦ ପାଳନ କରାଯାଉଛି। ବିିଭିନ୍ନ ସ୍ଥାନରେ ଭାରତ ବନ୍ଦର ପ୍ରଭାବ ଦେଖିବାକୁ ମିଳିଛି। ଭୁବନେଶ୍ୱର ସହ ରାଜ୍ୟର ବିଭିନ୍ନ ସ୍ଥାନରେ ପିକେଟିଂ ସହ ବିକ୍ଷୋଭ ପ୍ରଦର୍ଶନ କରାଯାଉଛି। ରାଉରକେଲା, ଅନୁଗୁଳ, ରାୟଗଡାରେ ପ୍ରଭାବ ଦେଖାଯିବା ସହ ରାଉରକେଲାରେ ବସ୍‌‌ ଚଳାଚଳ ବନ୍ଦ ସହ ଖଣି ଖାଦାନ ବନ୍ଦ ରହିଛି। ଅନୁଗୁଳର ହୁଲୁରୁସିଙ୍ଗା, ବଅଁରପାଳ, ବନ୍ତଳା, ଖଲାରୀରେ ବନ୍ଦ ପାଳନ କରାଯାଉଛି। ବଲାଙ୍ଗୀର ସହରରେ ଦୋକାନ ବଜାର ବନ୍ଦ ରହିଥିବା ବେଳେ ସ୍କୁଲ ଓ କଲେଜ ଖୋଲା ରହିଛି। ରାୟଗଡା ମୁନିଗୁଡା ବ୍ଲକ ବୁରସିଖମାର ରାସ୍ତାରେ ଗାଡି ଚଳାଚଳ ବନ୍ଦ ରହିଛି। ଗୁଣପୁରରେ ମଧ୍ୟ ଗାଡି ଚଳାଚଳ ବନ୍ଦ ରହିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories