www.samajalive.in
Monday, December 8, 2025
14.1 C
Bhubaneswar

ସନ୍ଧ୍ୟା ୬ଟା ମୁଖ୍ୟ ଖବର

ହଠାତ ସ୍ୱାସ୍ଥ୍ୟାବସ୍ଥା ବିଗିଡ଼ିବାରୁ ଡାକ୍ତରଖାନାରେ ଭର୍ତ୍ତି ହେଲେ ପ୍ରିୟଙ୍କା ଗାନ୍ଧୀ..

ରତ୍ନଭଣ୍ଡାର ଖୋଲିବା ଓ ଗଣତି ନେଇ ଆବେଦନ ମାମଲା.. ୪ ସପ୍ତାହ ମଧ୍ୟରେ ଗଠନ ହେବ କମିଟି.. ନିଯୁକ୍ତ ହେବେ କମିଟି ଅଧ୍ୟକ୍ଷ, ୪ ସପ୍ତାହ ପରେ ପରବର୍ତ୍ତୀ ଶୁଣାଣି..

- Advertisement -

୩ୟ ଟେଷ୍ଟ: ଦ୍ବିତୀୟ ଦିନ ସୁଦ୍ଧା ଇଂଲଣ୍ଡର ସ୍କୋର ୨୦୭/୨, ଭାରତ ଠାରୁ ୨୩୮ ରନ୍‌ ପଛରେ..

ମାହାଙ୍ଗା ଡବଲ ମର୍ଡର ମାମଲା: ଶୁଣାଣିରୁ ଓହରିଲେ ବିଚାରପତି, ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷା ବୃଦ୍ଧି..

ଆଇଆଇଟି ଦିଲ୍ଲୀର ‌ହଷ୍ଟେଲ୍‌ ରୁମ୍‌ରୁ ମିଳିଲା ଏମ୍‌ଟେକ୍‌ ଛାତ୍ରଙ୍କ ମୃତଦେହ..

ବିଜେଡି ବିଧାୟକ ପ୍ରଫୁଲ୍ଲ ସାମଲଙ୍କ ଘରେ ଇଡି ଚଢ଼ଉ: ପୁଅ ପ୍ରୟାସକାନ୍ତି ସାମଲଙ୍କ ଘରୁ ୯ ଲକ୍ଷ ଟଙ୍କା ଓ ଫର୍ଚ୍ୟୁନର କାର ଜବତ..

ପାରାଦୀପରେ ତିନିଟି ନୂଆ ପ୍ରକଳ୍ପର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ..

ବିଜେଡିରେ ମିଶିଲେ ଢେଙ୍କାନାଳର ଖ୍ୟାତନାମା ଡାକ୍ତର ଅବିନାଶ ସାମଲ..

ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଥିବା କୋଟିପତି ବୌଦ୍ଧ ଆରଟିଓ ବସନ୍ତ କୁମାର ମହାପାତ୍ର ଗିରଫ..

ଶନିବାରଠାରୁ ଉପରମୁହାଁ ହେବ ପାରଦ.. ୩ରୁ ୪ ଡିଗ୍ରୀ ତାପମାତ୍ରା ବୃଦ୍ଧି ପାଇବ..

ସମ୍ବଲପୁର : ଗୁଳି ମାଡ କରି ଦୋକାନରୁ ସୁନା ଅଳଙ୍କାର ଲୁଟି ନେଲେ ଦୁର୍ବୃତ୍ତ..

ତିନିଦିନିଆ ଓଡ଼ିଶା ଗସ୍ତରେ ଆସି ୨୦୨୪ ସାଧାରଣ ନିର୍ବାଚନ ଲାଗି ପ୍ରସ୍ତୁତିର ସମୀକ୍ଷା କଲେ ସିଇସି ରାଜୀବ କୁମାର..

ଶୁକ୍ରବାରଠୁ +୨ ପରୀକ୍ଷା.. ପରୀକ୍ଷା ଦେଲେ ୩ ଲକ୍ଷ ୮୬ ହଜାର ୨୫୦ ଛାତ୍ରଛାତ୍ରୀ.. ମାର୍ଚ୍ଚ ୨୦ ତାରିଖ ଯାଏଁ ଚାଲିବ ପରୀକ୍ଷା..

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories