www.samajalive.in
Saturday, December 6, 2025
26.1 C
Bhubaneswar

ଆଜିଠୁ ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ପରୀକ୍ଷା

ଭୁବନେଶ୍ବର: ଆଜିଠାରୁ (ଶନିବାର) ଯୁକ୍ତ ଦୁଇ କଳା ଓ ବାଣିଜ୍ୟ ପରୀକ୍ଷା ଆରମ୍ଭ ହେଉଛି। ଚଳିତବର୍ଷ କଳାରେ ମୋଟ୍ ୨ ଲକ୍ଷ ୩୭ ହଜାର ୭୫୦, ବାଣିଜ୍ୟରେ ୨୬ ହଜାର ୮୯ ଜଣ ପରୀକ୍ଷା ଦେଉଛନ୍ତି। ସେହିଭଳି ଧନ୍ଦାମୂଳକରେ ୫ହଜାର ୭୯୨ଜଣ ପରୀକ୍ଷା ଦେଉଛନ୍ତି। ସୋସିଆଲ ମିଡିଆରେ କୌଣସି ଭାଇରାଲ ପ୍ରଶ୍ନପତ୍ରକୁ ବିଶ୍ବାସ ନକରିବାକୁ ପରାମର୍ଶ ଦିଆଯାଇଛି। ଆସନ୍ତା ମାର୍ଚ୍ଚ ୨୦ ତାରିଖ ଯାଏଁ ପରୀକ୍ଷା ଚାଲିବ । ପରୀକ୍ଷା କେନ୍ଦ୍ରରେ ସିସି ଟିଭିକୁ ଗୁରୁତ୍ବ ଦିଆଯାଇଛି। ଏବଂ ମାଧ୍ୟମିକ ଶିକ୍ଷା ପରିଷଦରେ ଏହାର ଲାଇଭ୍ ସ୍କ୍ରିନିଂ ବ୍ୟବସ୍ଥା ହୋଇଛି। ପରୀକ୍ଷା ଲାଗି ଭିନ୍ନକ୍ଷମ ମାନଙ୍କୁ ଅଧିକ ଘଣ୍ଟାଏ ସମୟ ମିଳିବ ।

Hot this week

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

Related Articles

Popular Categories