www.samajalive.in
Saturday, December 6, 2025
16.1 C
Bhubaneswar

ଭାରତରେ ନୁହେଁ, ଏହି ଦେଶରେ ଦ୍ୱିତୀୟ ସନ୍ତାନକୁ ଜନ୍ମ ଦେବେ ଅନୁଷ୍କା

ମୁମ୍ବାଇ: ଅଭିନେତ୍ରୀ ଅନୁଷ୍କା ଶର୍ମା ଏବଂ କ୍ରିକେଟର ବିରାଟ କୋହଲି ଖୁବଶୀଘ୍ର ଦ୍ୱିତୀୟ ସନ୍ତାନର ମାତା ପିତା ହେବାକୁ ଯାଉଛନ୍ତି । ଅନୁଷ୍କା ଦ୍ୱିତୀୟ ଥର ମା ହେବାକୁ ଯାଉଥିବା ନେଇ ଅନେକ ଥର ଚର୍ଚ୍ଚା ହେଉଥିଲା । ଏବେ ବି ଉଭୟ ଏହାକୁ ନେଇ ମୁହଁ ଖୋଲିନାହାଁନ୍ତି । ବିଶେଷ ସୂତ୍ରରୁ ମିଳିଥିବା ଖବର ଅନୁଯାୟୀ କିଛି ଦିନରେ ଅନୁଷ୍କା ଲଣ୍ଡନର ଏକ ହସ୍ପିଟାଲରେ ଦ୍ୱିତୀୟ ସନ୍ତାନକୁ ଜନ୍ମ ଦେବେ । ଶିଳ୍ପପତି ହର୍ଷ ଗୋଏଙ୍କା ଅନୁଷ୍କାଙ୍କୁ ନେଇ ଏହି ଚର୍ଚ୍ଚା ମଧ୍ୟରେ ଏଭଳି ଖବରର ସୂଚନା ଦେଇଛନ୍ତି ।

 

- Advertisement -

Hot this week

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

Related Articles

Popular Categories