www.samajalive.in
Friday, December 5, 2025
27.1 C
Bhubaneswar

ନିର୍ବାଚନ କମିଶନଙ୍କ ସମୀକ୍ଷା; କଳାଟଙ୍କା ଓ ମଦ ବ୍ୟବହାର ରୋକିବାକୁ ଗୁରୁତ୍ୱ

ଭୁବନେଶ୍ୱର: ତିନି ଦିନିଆ ଓଡ଼ିଶା ଗସ୍ତରେ ଆସି ନିର୍ବାଚନ ପ୍ରସ୍ତୁତିର ସମୀକ୍ଷା କରୁଛନ୍ତି ମୁଖ୍ୟ ନିର୍ବାଚନ କମିଶନ । ଶନିବାର ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସହ ଆଲୋଚନା କରିଛନ୍ତି । ନିର୍ବାଚନ ସମୟରେ କଳା ଟଙ୍କା ଏବଂ ମଦ ବ୍ୟବହାରକୁ ରୋକିବାକୁ ଗୁରୁତ୍ୱ ଦେଇଛନ୍ତି । ଏନେଇ ଆୟକର ବିଭାଗ ଓ ଅବକାରୀ ବିଭାଗ ସହ ନିର୍ବାଚନ ଆୟୋଗ ବୈଠକ କରିଛନ୍ତି । ବିଭିନ୍ନ ବିଭାଗର ଅଧିକାରୀଙ୍କ ସହ ରିଜର୍ଭ ବ୍ୟାଙ୍କ ଅଧିକାରୀ, ପୋଷ୍ଟାଲ ଅଧିକାରୀ, ବିମାନ ବନ୍ଦର ନିଦେ୍ର୍ଦଶକ, ପିସିସିଏଫଙ୍କ ସମେତ ବହୁ ବରିଷ୍ଠ ଅଧିକାରୀ ମାନେ ବୈଠକରେ ଯୋଗ ଦେଇଥିଲେ । ଏହା ପରେ ମୁଖ୍ୟ ଶାସନ ସଚିବ ଏବଂ ଉନ୍ନୟନ କମିଶନର, ପୋଲିସ ଡିଜିଙ୍କ ଭଳି ବରିଷ୍ଠ ଅଧିକାରୀଙ୍କ ସହ ଆଲୋଚନା କରୁଛନ୍ତି ମୁଖ୍ୟ ନିର୍ବାଚନ କମିଶନ ରାଜୀବ କୁମାର ।

Hot this week

ମୋଦୀ କହିଲେ ଭାରତ ନିରପେକ୍ଷ ନୁହେଁ, ବିଶ୍ୱ ଶାନ୍ତି ସପକ୍ଷରେ; ପୁଟିନ କଣ କହିଲେ ଜାଣନ୍ତୁ

ସମାଜ ଡିଜିଟାଲ ଡେସ୍କ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ମଧ୍ୟରେ ଦ୍ୱିପାକ୍ଷିକ ଆଲୋଚନା...

କମିଲା ରେପୋ ହାର

ସମାଜ ଲାଇଭ ଡ଼େସ୍କ : ଭାରତୀୟ ରିଜର୍ଭ ବ୍ୟାଙ୍କର ତିନି ଦିନିଆ...

ଆଜି ମଧ୍ୟରାତ୍ରି ପର୍ଯ୍ୟନ୍ତ ଇଣ୍ଡିଗୋ ବିମାନ ବାତିଲ

ସମାଜ ଲାଇଭ ଡ଼େସ୍କ : ଚତୁର୍ଥ ଦିନ ପାଇଁ ଇଣ୍ଡିଗୋ ବିମାନ...

ଭାରତ-ରୁଷ ଶିଖ ସମ୍ମିଳନୀ; ହାଇଦ୍ରାବାଦ ହାଉସରେ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ

ନୂଆଦିଲ୍ଲୀ: ହାଇଦ୍ରାବାଦ ହାଉସରେ ଭାରତ-ରୁଷ ଦ୍ୱିପାକ୍ଷିକ ଆଲୋଚନା ଆରମ୍ଭ ହୋଇଛି ।...

ନିଆଁ ପୁଆଁଉଥୁବାବେଳେ ଅଘଟଣ

ହରଭଙ୍ଗା: ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ନିକଟରେ ରହୁଥିବା...

Related Articles

Popular Categories