www.samajalive.in
Saturday, December 6, 2025
15.1 C
Bhubaneswar

ତାମିଲନାଡୁରେ ଭୟଙ୍କର ବିସ୍ଫୋରଣ ; ୮ ମୃତ

ଚେନ୍ନଇ : ତାମିଲନାଡୁର ବିରୁଧୁନଗରରେ ଶନିବାର ଏକ ବାଣ କାରଖାନାରେ ଭୟଙ୍କର ବିସ୍ଫୋରଣ ଘଟି ଆଠ ଜଣଙ୍କର ମୃତ୍ୟୁ ଘଟିଛି। ଏହି ବିସ୍ଫୋରଣରେ ଅନ୍ୟ ୩ ଜଣ ଆହତ ହୋଇଛନ୍ତି। ପୁଲିସ ପକ୍ଷରୁ ଏହି ଘଟଣା ବିଷୟରେ ସୂଚନା ମିଳିଛି। ମୃତକଙ୍କ ମଧ୍ୟରେ ମହିଳା ମଧ୍ୟ ସାମିଲ ରହିଛନ୍ତି। ବିସ୍ଫୋରଣର କାରଣ ଅସ୍ପଷ୍ଟ ରହିଛି। ପୁଲିସ ଓ ଉଦ୍ଧାରକାରୀ ଦଳ ଘଟଣା ସ୍ଥଳରେ ପହଞ୍ଚି ମୃତାହତଙ୍କୁ ଉଦ୍ଧାର କରିବା ସହ ଘଟଣାର ତଦନ୍ତ ଜାରି ରହିଛି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories