www.samajalive.in
Monday, December 15, 2025
16.1 C
Bhubaneswar

ଇଣ୍ଡିଆ ବୁକ୍ ଅଫ୍ ରେକର୍ଡରେ ସ୍ଥାନ ପାଇଲେ ଦେଢ଼ ବର୍ଷର ଶିଶୁ ସାଇ ଶ୍ରେୟସ

ଗୋପାଳପୁର: ଶିତଳାପଲ୍ଲୀ ସ୍ଥିତ ପାରଳା ଯାନ୍ତ୍ରିକ ମହାବିଦ୍ୟାଳୟର କମ୍ପୁଟର ସାଇନ୍ସ ବିଭାଗର ସହକାରୀ ପ୍ରାଧ୍ୟାପକ ଭାବେ କାର୍ଯ୍ୟରତ ଡ଼. ସୌରଭ କୁମାର ଭୋଇଙ୍କ ଦେଢ଼ ବର୍ଷ ବୟସର ଶିଶୁ ପୁତ୍ର ସାଇ ଶ୍ରେୟସ୍ ଭୋଇ ଚାରିଟି ପାଣି ବୋତଲକୁ (୪ ଲିଟର) ଦୁଇ ହାତରେ ଉଠାଇଥିବା ଭିଡିଓଟିକୁ ଚଳିତ ମାସ ଜାନୁଆରୀ ମାସରେ ଇଣ୍ଡିଆ ବୁକ୍ ଅଫ୍ ରେକର୍ଡକୁ ପଠାଇଥିଲେ। ଆଜି ତାର ଫଳାଫଳ ଆକାରରେ ଚାରି ଲିଟର ଭର୍ତ୍ତୀ ଥିବା ପାଣି ବୋତଲ ଉଠାଇ ଥିବା ପାଇଁ ସାଇ ଶ୍ରେୟସଙ୍କ ନାମ ଇଣ୍ଡିଆ ବୁକ୍ ଅଫ୍ ରେକର୍ଡରେ ସ୍ଥାନ ପାଇଥିବା ପ୍ରକାଶ ପାଇଥିଲା।

Hot this week

କଂଗ୍ରେସରୁ ବିଦା ହେଲେ ମୋକିମ୍‌ : ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ

ସମାଜ ଡିଜିଟାଲ ଡେସ୍କ: ମହଙ୍ଗା ପଡିଲା ଦଳୀୟ ନେତୃତ୍ୱକୁ ଖୋଲାଖୋଲି ଚ୍ୟାଲେଞ୍ଜ...

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

Related Articles

Popular Categories